ଅନ୍‌ଲାଇନ୍‌ରେ ମାଟ୍ରିକ ସାର୍ଟିଫିକେଟ୍‌

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ମେ’ ୧୫ରେ ସରିବ। ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ମାଟ୍ରିକ ସାର୍ଟିଫିକେଟ୍‌ ମିଳିବ। ସାର୍ଟିଫିକେଟ୍‌ ସହ ସମସ୍ତ ଦସ୍ତାବିଜ ହାଇସ୍କୁଲ ପିଲାଙ୍କୁ ଅନ୍‌ଲାଇନ୍‌ରେ ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଓକାକ୍‌ ଏବଂ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ରର ମିଳିତ ସହଯୋଗରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ବାରା ଏହି ଅନ୍‌ଲାଇନ୍‌ ବ୍ୟବସ୍ଥାକୁ ବିକଶିତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri