ବରଗଡ଼ରେ ମାଟ୍ରିକ ପରୀକ୍ଷା: ପ୍ରଥମ ଦିନରେ ୨୫୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଶୁକ୍ରବାରରୁ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ମାତୃଭାଷା ବିଷୟରେ ପରୀକ୍ଷା ରହିଥିଲା। ତେବେ ଏହି ପରୀକ୍ଷାର ପ୍ରଥମ ଦିବସରେ ବରଗଡ଼ ଜିଲାରେ ୨୫୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ସେମାନଙ୍କ  ମଧ୍ୟରୁ ୨୪୨ଜଣ ଏଏଚଏସସି(ଏନୁଏଲ୍‌ ହାଇସ୍କୁଲ ସାର୍ଟିଫିକେଟ୍‌) ଏବଂ ୯ଜଣ ଏସଓଏସସି(ଷ୍ଟେଟ୍‌ ଓପନ ସ୍କୁଲ ସାର୍ଟିଫିକେଟ୍‌) ପରୀକ୍ଷାର୍ଥୀ ଅଟନ୍ତି। ଏଠାରେ ଉଲ୍ଳେଖନୀୟ, ଜିଲାରେ ଏଥର ସମୁଦାୟ ୧୭ହଜାର ୧୯୨ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ବ୍ବୟସ୍ଥା କରାଯାଇଛି। ସେମାନଙ୍କ ମଧ୍ୟରେ ୧୬ହଜାର ୯୭୯ଜଣ ଏଏଚଏସସି, ୧୧୧ଜଣ ଏସଓଏସସି, ୧୦୨ଜଣ ମଧ୍ୟମା ପରୀକ୍ଷାର୍ଥୀ ରହିଛନ୍ତି। ପ୍ରଥମ ଦିନରେ ସମସ୍ତ ୧୦୨ଜଣ ମଧ୍ୟମା ପରୀକ୍ଷା ଦେଇଥିବାବେଳେ ୧୬ହଜାର ୭୩୭ଜଣ ଏଏଚଏସସି ଏବଂ ୧୦୨ଜଣ ଏସଓଏସସି ପରୀକ୍ଷାର୍ଥୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଅଶୋଧିତ ତୈଳ ଆମଦାନୀରେ ୧୧% ବୃଦ୍ଧି: କମିଲା ଏଲପିଜି ଆମଦାନୀ

ନୂଆଦିଲ୍ଲୀ, ୨୦।୧୧: ବିଶ୍ୱବ୍ୟାପୀ ଶକ୍ତି ଯୋଗାଣକୁ ନେଇ ଉତ୍ତେଜନା ଏବଂ ମଧ୍ୟପ୍ରାଚ୍ୟ ସହ ହର୍ମୁଜ ପ୍ରଣାଳୀରେ ଅସ୍ଥିରତା ମଧ୍ୟରେ ଭାରତ ଅଶୋଧିତ ତୈଳ (Crude Oil) ଆମଦାନୀ…

ୱେଲିଂଟନ୍‌ରେ ଜୟସ୍ବାଲଙ୍କ ଧମାକା: SENA ଦେଶରେ ଗୌତମ ଗମ୍ଭୀରଙ୍କୁ ପକାଇଲେ ପଛରେ

ୱେଲିଂଟନ,୨୦।୧୧: ୱେଲିଂଟନରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଓପନର୍‌ ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍‌ରେ ଦେଖିବାକୁ ମିଳିଛି ଦମ୍‌ଦାର ପ୍ରଦର୍ଶନ। ପ୍ରଥମ…

ଅକ୍ବାନ ପ୍ରଭାବରେ ଦିଗପହଣ୍ଡି ଜଳବନ୍ଦୀ, ବସ୍‌ଷ୍ଟାଣ୍ଡ ସମେତ ବିଭିନ୍ନ ସାହିରେ ପଶିଲା ନର୍ଦ୍ଦମା ପାଣି

ଦିଗପହଣ୍ଡି,୨୦।୧୧(ଅଶେଷ ନାଥ ମିଶ୍ର): ଅକ୍ୱାନ ପ୍ରଭାବରେ ଦିଗପହଣ୍ଡିରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ଶୁକ୍ରବାର ଦିଗପହଣ୍ଡି ସହର ଉବୁ ଟୁବୁ…

ଜାଡେଜାଙ୍କୁ ପଛରେ ପକାଇଲେ ଯଶସ୍ବୀ ଜୟସ୍ବାଲ: ହାସଲ କଲେ ବଡ଼ ଉପଲବ୍ଧି

ଓ୍ବେଲିଂଟନ୍‌,୨୦।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଜାରି ରହିଛି। ନ୍ୟୁଜିଲାଣ୍ଡର ପ୍ରଥମ ପାଳି ଶେଷ ହୋଇଥିବା ବେଳେ ହେନରୀ ନିକୋଲସ ଓ ଗ୍ଲେନ…

ବାବୁବନ୍ଧ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଟ୍ରକ ଧକ୍କାରେ ଜେଜେ-ନାତିଙ୍କ ମୃତ୍ୟୁ

ସମ୍ବଲପୁର,୨୦।୧୧(ପ୍ରମୋଦ ବହିଦାର): ଶୁକ୍ରବାର ସକାଳୁ ସକାଳୁ ଜାତୀୟ ରାଜପଥ(୫୩)ର ବାବୁବନ୍ଧ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଜେଜେ ଏବଂ ତାଙ୍କର…

‘ଅର୍ଣ୍ଣବ’ ତୁଳନାରେ ‘ଅକ୍ୱାନ’ରେ ବର୍ଷା ପରିମାଣ ବହୁତ କମ: ସର୍ବାଧିକ ୬୭ ମିମି ବର୍ଷା ରେକର୍ଡ

ଦାରିଙ୍ଗବାଡ଼ି, ୨୦।୧୧ (ଅରୁଣ ସାହୁ): ବାତ୍ୟା ‘ଅକ୍ୱାନ’କୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ତେବେ ଗୁରୁବାରଠାରୁ ଶୁକ୍ରବାର ସକାଳ…

୧୦ ହଜାର ରୋହିଙ୍ଗ୍ୟାଙ୍କୁ ହତ୍ୟା କରିଛି ମ୍ୟାନ୍‌ମାର ସେନା: ଆଇସିଜେ

ଦି ହେଗ,୨୦।୧୧: ୨୦୧୭ ମସିହାରେ ସଂଖ୍ୟାଲଘୁ ମୁସଲମାନ ସମ୍ପ୍ରଦାୟ ଉପରେ ହୋଇଥିବା ବର୍ବର ଦମନଲୀଳା ସମୟରେ ମ୍ୟାନ୍‌ମାର ସୁରକ୍ଷା ବଳ ହଜାର ହଜାର ରୋହିଙ୍ଗ୍ୟା ନାଗରିକଙ୍କୁ ହତ୍ୟା…

ଅଧରାତିରେ ଗାଁରେ ପହଞ୍ଚିଲେ ବିଡିଓ-ତହସିଲଦାର: ବାତ୍ୟା ‘ଅକ୍ୱାନ’ ମୁକାବିଲା ପାଇଁ କେସିଙ୍ଗା ପ୍ରଶାସନ ତତ୍ପର

କେସିଙ୍ଗା, ୨୦।୧୧ (ତୁମେଶ୍ୱର ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକ୍ୱାନ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲାରେ ପ୍ରଶାସନିକ ତତ୍ପରତା ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?