ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍‌ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି ମାଟ୍ରିକ ପରୀକ୍ଷା ହେବ ବୋଲି ସେ କହିଛନ୍ତି। ପୂର୍ବରୁ ହେଉଥିବା ଇଣ୍ଟରନାଲ ଆସେସ୍‌ମେଣ୍ଟ ପରୀକ୍ଷା ଚାଲୁ ରହିବ। ସେହିପରି ନବମ ଶ୍ରେଣୀ ପିଲାଙ୍କ ପାଇଁ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ। ମାଟ୍ରିକରେ ସପ୍ଲିମେଣ୍ଟାରୀ ପରୀକ୍ଷା ମଧ୍ୟ ହେବ। ଇଣ୍ଟରନାଲ ଆସେସ୍‌ମେଣ୍ଟ ପରୀକ୍ଷା ୪ କ୍ୱାର୍ଟରରେ ହେବ। ଆଉ ସମ୍ମେଟିଭ୍‌ ପରୀକ୍ଷା ପିଲା ଦେବେ ନାହିଁ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri