ଜୁଲାଇ ଶେଷରେ ମାଟ୍ରିକ୍‌ ପରୀକ୍ଷା ଫଳ

କଟକ ଅଫିସ,୩୦।୬: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତାଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଜୁନ ୩୦ରେ ଖାତାଦେଖା ଶେଷ ହେବ ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ବର୍ତ୍ତମାନ ସ୍ଥିତିରେ ଅଧିକାଂଶ ମୂଲ୍ୟାୟନ କେନ୍ଦ୍ରରୁ ପରୀକ୍ଷା ଖାତା ଫେରି ଆସିଲାଣି। ଆଉ ଅଳ୍ପ କିଛି ନିର୍ଦ୍ଦିଷ୍ଟ ପରୀକ୍ଷା କେନ୍ଦ୍ରରେ ମୂଲ୍ୟାୟନ ଚାଲିଛି। ୩୦ ତାରିଖ ସୁଦ୍ଧା ମୂଲ୍ୟାୟନ ଶେଷ କରିବାକୁ ପ୍ରଚେଷ୍ଟା କରାଯାଉଥିବା ସେ କହିଛନ୍ତି। ଆବଶ୍ୟକ ପଡ଼ିଲେ ଗୋଟିଏ ଦିନ ଅଧିକ ମହଲତ ନିଆଯିବ। ଏହାଛଡ଼ା ସମସ୍ତ ଉତ୍ତରଖାତା ବୋର୍ଡ କାର୍ଯ୍ୟାଳୟକୁ ଫେରାଇ ଆଣିବା ପରେ ଫଳାଫଳ ୱେବସାଇଟ୍‌ରେ ଅପଲୋଡ଼ କରାଯିବ। ଫଳାଫଳ କେବେ ପ୍ରକାଶ ପାଇବ, ତାହା ଜୁଲାଇ ୧୫ ସୁଦ୍ଧା ସ୍ପଷ୍ଟ ହୋଇଯିବ ବୋଲି ହାଜରା ସୂଚନା ଦେଇଛନ୍ତି। ଜୁଲାଇ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓସା ନିର୍ବାଚନ : ଗୃହ ପ୍ରମୁଖ ସଚିବଙ୍କୁ କର୍ମଚାରୀଙ୍କ ଦାବିପତ୍ର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)- ଓଡ଼ିଶା ସଚିବାଳୟ ସେବା ସଂଘ(ଓସା)ର ନିର୍ବାଚନ ବିଳମ୍ବ ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଛି। ଦୁଇ ବର୍ଷ ପୂର୍ବେ ନିର୍ବାଚିତ ପ୍ରତିନିଧିଙ୍କ...

ଭେଡେନ ଗଣବଳାତ୍କାର, ହତ୍ୟା ମାମଲା: ତତ୍କାଳୀନ ଆଇଆଇସିଙ୍କ ସମେତ ୮ ଜଣଙ୍କ ନାଁରେ ମାମଲା

କଟକ ଅଫିସ, ୧୩।୧୦: ବରଗଡ଼ ଜିଲା ଭେଡେନ ଥାନା ଅଞ୍ଚଳରେ ୨୦୧୬ରେ ୩ ମହିଳାଙ୍କୁ ଅପହରଣ ଓ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାର...

ଶେରଗଡ଼ରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୨୭୭; ସୁସ୍ଥ ହେଲେଣି ୨୫୪, ୨ ମୃତ

ଶେରଗଡ଼, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶେରଗଡ଼ ବ୍ଲକକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା...

ପୋଲିସ ଗାଡ଼ି ପୋଡ଼ି ଘଟଣା: ପହଞ୍ଚିଲେ ଡିଆଇଜି

ଚଣ୍ଡିଖୋଲ, ୭।୩ (ଡି.ଏନ୍‌.ଏ): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ଠାରେ ଶନିବାର ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଭ୍ୟାନ ପୋଡିଘଟଣା ନୂଆ ମୋଡ...

ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା

କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର...

ରାସ୍ତା କାମରେ ବ୍ୟବହୃତ ହେଉଛି ଚାଷୀଙ୍କ ପାଣି

ଉମରକୋଟ, ୧୮।୧୨(ସ୍ବ.ପ୍ର.): ଚାଷ କାମ ପାଇଁ ଥିବା କେନାଲ ପାଣିକୁ ଠିକାଦାର ନେଇ ରାସ୍ତା ତିଆରି କାମରେ ବ୍ୟବହାର କରୁଛନ୍ତି। ଉମରକୋଟ ଭାସ୍କେଲ ଜଳସେଚନ ପ୍ରକଳ୍ପର...

ସିଗାରେଟ୍‌ ପାଇଁ ଯୁବକଙ୍କୁ ହତ୍ୟା: ଗ୍ରାମବାସୀଙ୍କ ଆକ୍ରମଣରେ ୪ ଯୁବକ ଗୁରୁତର, ମୃତକଙ୍କୁ ନ୍ୟାୟ ଦାବିରେ ରାସ୍ତାରୋକୋ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ସଦର ବ୍ଲକ ସାର୍ଥା ଗ୍ରାମରେ ସିଗାରେଟ ପାଇଁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଘଟଣାରେ ଗ୍ରାମବାସୀଙ୍କ ପ୍ରତିଆକ୍ରମଣରେ ୪ଜଣ ଯୁବକ ଗୁରୁତର...

୪ ଜିଲା, ରାଉରକେଲାରେ ଶଟଡାଉନ କୋହଳ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲା ଓ ରାଉରକେଲା ସହରରେ ଶଟଡାଉନ ମାତ୍ର କିଛି ଘଣ୍ଟା ପାଇଁ କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ...

Advertisement


Archives

Model This Week

Why Dharitri