ମାଟ୍ରିକ୍‌ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର ପାସ୍‌ କରିଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ଜିଲାରେ ମୋଟ ୨୬୨ଟି ବିଦ୍ୟାଳୟରୁ ୧୬,୩୩୨ ଜଣ ଛାତ୍ରୀଛାତ୍ର ୮୫ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୧୨,୧୨୨ ଜଣ କୃତକାର୍ଯ୍ୟ ହୋଇଛନ୍ତି। ସେଥିରୁ ୫,୮୫୯ ଜଣ ଛାତ୍ରୀ ଓ ୬,୨୬୩ ଜଣ ଛାତ୍ର ଅଛନ୍ତି । ସେଥିରୁ ୪୨ ଜଣ ଏ-୧ ଗ୍ରେଡ୍‌ରେ ପାସ କରିଥିବାବେଳେ ୨୯୯ ଜଣ ଏ-୨ , ୬୬୨ ଜଣ ବି-୧ , ୧୦୩୯ ଜଣ ବି-୨, ୧୫୧୫ ଜଣ ସି, ୨୪୧୯ ଜଣ ଡି, ୬୧୪୬ ଜଣ ଇ ଓ ୩୯୮୧ ଜଣ ଏଫ୍‌ ଗ୍ରେଡ ରଖିଥିବା ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ସରକାରୀ ସ୍ବତନ୍ତ୍ର ଆବାସରେ କରୋନା: ୪୫ ନାବାଳକ ପଜିଟିଭ ଚିହ୍ନଟ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ଜୁଲାଇ ମାସ ଶେଷ ବେଳକୁ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଭୟାଭୟ ସ୍ଥିତିରେ ରହିଛି। ଜିଲା ପାଇଁ ଜୁଲାଇ...

ନିର୍ଯାତନା ଅଭିଯୋଗ: ଉଦ୍ଧାର ହେଲେ ୭ ଫେରାର ଯୁବତୀ

ଖୋର୍ଦ୍ଧା ଅଫିସ,୩୧।୧: ଖୋର୍ଦ୍ଧା ପୌର ପରିଷଦର ସାମନ୍ତରାପୁରସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନର ଉଜାଲା ଗୃହରେ ରହୁଥିବା ୭ ଜଣ ଅସହାୟ ଯୁବତୀ ଗୁରୁବାର ସନ୍ଧ୍ୟାରେ ଫେରାର ହୋଇଯାଇଥିଲେ।...

ଭିନ୍ନକ୍ଷମ ପୁଅ ଚିନ୍ତାରେ ଘାରି ହେଉଛନ୍ତି ମା’ବାପା

କୋକସରା, ୧୪।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ଅନ୍ତର୍ଗତ କାଉଡୋଲା ଗ୍ରାମର ଡମ୍ବରୁଧର କର ଓ ଡାଲିମ୍ବ କରଙ୍କ ପୁଅ...

ବଜାଜ୍‌ ପ୍ଲାଟିନା ଏଚ୍‌ ଗିଅରର ବଜାର ପ୍ରବେଶ

କାମାକ୍ଷାନଗର, ୨୧।୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଶ୍ରୀକୃଷ୍ଣ ଅଟୋ ପକ୍ଷରୁ ଶୁକ୍ରବାର ବଜାଜ ଅଟୋ କମ୍ପାନୀର ନୂତନ ମଡେଲ ବାଇକ୍‌ ‘ବଜାଜ ପ୍ଲାଟିନା ଏଚ୍‌...

ଦୁଇଟି ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୧୦ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ୫ ଦିନରେ ଶ୍ରୀନୀଳମାଧବ ଜୀଉ ବିଭିନ୍ନ ବେଶରେ ସଜ୍ଜିତ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାର ପରମ୍ପରା ରହିଛି ।...

ବଜ୍ରପାତରେ ୨ ମୃତ, ୧୦ ବଖରା ମାଟିରେ ମିଶିଲା

ପଦ୍ମପୁର,୨୩ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଗ୍ରାମରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ଓ ପବନ...

ମନ୍ଦିର ଗର୍ଭଗୃହରେ ପାଣି, ବୁଡିଗଲେ ବାବା ଆଖଣ୍ଡଳମଣି

ଆରଡି, ୨୬।୮,(ଡି.ଏନ.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଗର୍ଭଗୃହରେ ବର୍ଷା ପାଣି ପ୍ରବେଶ କରିବାରୁ ବାବା ଆଖଣ୍ଡଳମଣି...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ...

Advertisement
Archives

Model This Week