ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟ୍‌ ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଫଳାଫଳ ଜାଣିପାରିବେ। ୱେବ୍‌ସାଇଟ୍‌ www.bseodisha.ac.in ଏବଂ www.bseodisha.nic.inରେ ପରୀକ୍ଷାଫଳ ଉପଲବ୍ଧ ହେବ। ଅପରାହ୍ନ ୨ଟା ପରେ ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ୱେବ୍‌ସାଇଟ୍‌ରେ ଦେଖିପାରିବେ। ସେହିପରି ନିଜ ମୋବାଇଲ ଫୋନ୍‌ରୁ ଓଆର୍‌୧୦ ଏବଂ ନିଜ ରୋଲ୍‌ ନମ୍ବରକୁ ଟାଇପ୍‌ କରି ୫୬୭୬୭୫୦କୁ ପଠାଇଲେ ଫଳାଫଳ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri