ମାଟ୍ରିକ ପରୀକ୍ଷା ଫଳ: କେନ୍ଦ୍ରାପଡା ଜିଲାରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ ଜାଣନ୍ତୁ

କେନ୍ଦ୍ରାପଡା ଅଫିସ, ୨୯ା୭-ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କେନ୍ଦ୍ରାପଡା ଜିଲାରେ ଚଳିତ ବର୍ଷ ପାସ ହାର ୮୦.୧୯ % ପ୍ରତିଶତ ରହିଛି। ତେବେ ଏଥର ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀ ବାଜି ମାରି ନେଇଛନ୍ତି। ପାସ କରିଥିବା ମୋଟ ୧୫୩୨୬ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଛାତ୍ରୀଙ୍କ ସଂଖ୍ୟା ୮୧୫୩ ରହିଛି। ଡେରାବିଶ ବ୍ଲକ ବଡଗଁସ୍ଥିତ ରାଧାମୋହନଜୀଉ ଟେକ୍ନିକାଲର ଛାତ୍ରୀ ଅଲିଭା ଭୂୟଁା ଜିଲା ଟପ୍ପର ହୋଇଛନ୍ତି। ସେ ୬୦୦ ମାର୍କରୁ ୫୭୦ ନମ୍ବର ରଖିଛନ୍ତି। ଚଳିତ ବର୍ଷ ଜିଲାରେ ମୋଟ ୧୯୩୯୦ ଜଣ ଶିକ୍ଷାର୍ଥୀ ଫର୍ମଫିଲପ କରିଥିଲେ। ଏଥିମଧ୍ୟରୁ ଜିଲାର ୩୪୭ ଉଚ୍ଚ ବିଦ୍ୟାଳୟର ୧୯୧୧୧ ଶିକ୍ଷାର୍ଥୀ ୧୦୩ଟି ସେଣ୍ଟରରେ ପରୀକ୍ଷା ଦେଇଥିବା ବେଳେ ପରୀକ୍ଷାରେ ୨୦ ଛାତ୍ରୀଛାତ୍ର ମାଲପ୍ରାକ୍ଟିସରେ ଧରା ପଡିଥିଲେ। ଏହି ପରୀକ୍ଷାର୍ଥୀଙ୍କ ମଧ୍ୟରୁ ଏ୧ ଗ୍ରେଡରେ ୪୮ ଜଣ, ଏ୨ ଗ୍ରେଡରେ ୩୨୮, ବି୧ ଗ୍ରେଡରେ ୭୪୦, ବି୨ ଗ୍ରେଡରେ ୧୩୮୯, ସି ଗ୍ରେଡରେ ୨୦୯୬, ଡି ଗ୍ରେଡରେ ୩୪୫୪ ଓ ଇ ଗ୍ରେଡରେ ୭୨୭୧ ଜଣ ଛାତୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଫ ଗେଡରେ ୩୭୬୫ ଜଣ ଛାତ୍ରୀଛାତ୍ର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri