ଆଜି ସରିବ ମାଟ୍ରିକ ପରୀକ୍ଷା

କଟକ ଅଫିସ,୭ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷା (ସମେଟିଭ ଆସେସମେଣ୍ଟ-୨) ଶନିବାର ଶେଷ ହେଉଛି। ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ରାଜ୍ୟର ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଦେଉଛନ୍ତି। ଶୁକ୍ରବାର ସଂସ୍କୃତ ପରୀକ୍ଷା ହୋଇଥିବାବେଳେ ଏଥିରେ କପି କରି ୩୧ ଜଣ ପରୀକ୍ଷାର୍ଥୀ ଧରାପଡିଥିବା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେହିପରି ଇଂଲିଶ ପରୀକ୍ଷାରେ ୨୩, ଗଣିତରେ ୧୮, ସାଧାରଣ ବିଜ୍ଞାନରେ ୩୨, ଓଡ଼ିଆରେ ୯ ଜଣ ଛାତ୍ରୀଛାତ୍ର ଜଣ କପି କରି ଧରାପଡିଛନ୍ତି। କଟକ ଜିଲାରେ ମୋଟ୍‌ ୩୦, ୭୦୪ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବାବେଳେ ୨୯, ୨୯୫ ଜଣ ପରୀକ୍ଷା ଦେଇଥିବା କଟକ ଜିଲା ଶିକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ

ହିଞ୍ଜିଳିକାଟୁ,୨୬ା୧୨: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳ ବିଜେଡି ପକ୍ଷରୁ ମିଳିତ ଭାବରେ ଶନିବାର ହିଞ୍ଜିଳିକାଟୁଠାରେ ଦଳର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି।...

୧୦ ହଜାରରୁ ଊର୍ଦ୍ଧ୍ୱ ହେକ୍ଟର ଜମିରେ ବର୍ଷାଜଳ, ଫସଲ ନଷ୍ଟ ଆଶଙ୍କା

ଡେରାବିଶ,୧୬ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ଶୁକ୍ରବାର ରାତିରୁ ହେଉଥିବା ଲଗାଣ ବର୍ଷା ନାହିଁ ନ ଥିବା କ୍ଷତି ପହଞ୍ଚାଇଛି। ଏହି ବ୍ଲକ ଅଞ୍ଚଳରେ...

‘ଯୁବଗୋଷ୍ଠୀ ହେଉଛନ୍ତି ଆଶାର କିରଣ’

ସାତମାଇଲ, ୧୫।୮(ଡି.ଏନ୍‌.ଏ.)-ଭାରତର ସ୍ବାଧୀନତା ସଂଗ୍ରାମ ଲୁହଲହୁର ସମ୍ମେଳନ। ହଜାର ହଜାର ସଂଗ୍ରାମୀଙ୍କ ବଳିଦାନ ପରେ ଦେଶ ସ୍ବାଧୀନ ହୋଇଛି। ଏହା ଏକ ବିରାଟ ଉପଲବ୍ଧି। ଅଖଣ୍ଡ...

ଅମାନିଆଙ୍କ ପାଇଁ ଆତଙ୍କ

କାମାକ୍ଷାନଗର, ୫।୫(ଡି.ଏନ.ଏ.) – କରୋନାର ଦ୍ୱିତୀୟ ଲହରକୁ ପ୍ରତିହତ କରିବାକୁ ଜୋର୍‌ସୋରରେ ଉଦ୍ୟମ ଚଳାଇଛନ୍ତି ସରକାର। ସାରା ରାଜ୍ୟରେ ମେ ୫ରୁ ୧୪ ଦିନିଆ ଲକ୍‌ଡାଉନ୍‌...

ପୂଜା ଛୁଟି ପର୍ଯ୍ୟନ୍ତ ରାଜ୍ୟରେ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର, ୨୬।୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବର୍ତ୍ତମାନ କରୋନା ମହାମାରୀ ପରିସ୍ଥିତିରେ...

ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ...

୨ୟ ପର୍ଯ୍ୟାୟ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୪।୨(ବ୍ୟୁରୋ) : ମାର୍ଚ୍ଚ ୧ରୁ ବୟସ୍କମାନଙ୍କୁ ଟିକାକରଣ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ଏନେଇ ସମସ୍ତ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ବିଭାଗ ଏସିଏସ୍‌ ଗାଇଡ୍‌ଲାଇନ ପଠାଇଛନ୍ତି। ରବିବାରକୁ...

‘ଇଂଲିଶ୍‌ ପଛରେ ଗୋଡ଼ାଇବା ମାନସିକତା ବଦଳୁ’

ବ୍ରହ୍ମପୁର ଅଫିସ୍‌,୪ା୧୧-ଅନେକ ବର୍ଷ ପର୍ଯ୍ୟନ୍ତ ଆମକୁ ଶାସନ କରିବା ପରେ ଇଂରେଜମାନେ ନିଜ ଦେଶକୁ ଫେରିଗଲେ । କିନ୍ତୁ ତାଙ୍କ ଭାଷାର ଗଭୀର ଛାପ ଆମ...

Advertisement
Archives

Model This Week