ଡିସେମ୍ବର ୯ରୁ ମାଟ୍ରିକ୍‌ ଖାତାଦେଖା

କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍‌ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ। ଏହି ଖାତା ଦେଖାରେ ୧୨୪୫୦ ଜଣ ଶିକ୍ଷକ ନିୟୋଜିତ ହେବେ।