ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ ହେଲେ ପରୀକ୍ଷା ହେବ। ଡିସେମ୍ବର ୩୧ ପରେ ସ୍କୁଲ ଖୋଲିବା ବାବଦରେ ନିଷ୍ପତ୍ତି ହେବ ବୋଲି ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ, ମନ୍ତ୍ରୀଙ୍କ ହେବ କରୋନା ପରୀକ୍ଷା

ଭୁବନେଶ୍ୱର, ୮।୯(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ।...

ବଢୁଛି ସଂକ୍ରମଣ, ଚିନ୍ତାରେ ଅଭିଭାବକ

ଭୁବନେଶ୍ୱର,୯।୯(ବ୍ୟୁରୋ) ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ହଜାରେ ତଳକୁ ରହୁଥିବା ବେଳେ, ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଛି। ଦୈନିକ ଶହେରୁ ଊର୍ଦ୍ଧ୍ୱ ଶିଶୁ ଓ...

ସନ୍ତୋଷ ଷଡ଼ଙ୍ଗୀ ବୈଦେଶିକ ବାଣିଜ୍ୟ ଡିଜି

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର ବୈଦେଶିକ ବାଣିଜ୍ୟ ବିଭାଗ ମହାନିର୍ଦ୍ଦେଶକ (ଡିଜି) ଭାବେ...

ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ...

ଖୋଲିଲା କୁଲଡ଼ିହା: ପ୍ରଥମ ଦିନରେ ୪୯ ପର୍ଯ୍ୟଟକ

ସଜନାଗଡ଼, ୨।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ କୁଲଡ଼ିହା ଅଭୟାରଣ୍ୟକୁ ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍‌ ୧୫ତାରିଖରୁ ବନ୍ଦ ରଖାଯାଇଥିଲା। ଶୀତଋତୁ...

୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା...

କରୋନା ଭୟରେ ପୋଷା ଜନ୍ତୁଙ୍କୁ ପରିତ୍ୟାଗ ନ କରିବାକୁ ପରାମର୍ଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ଭୟରେ ରାଜ୍ୟରେ କିଛି ଲୋକ ନିଜ ପୋଷା ତଥା ଗୃହପାଳିତ ଜୀବଜନ୍ତୁଙ୍କୁ ଘରୁ ବାହାର କରିଦେଉଛନ୍ତି। ଏହି ନିରୀହ...

ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ):  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଘୋଷଣାକୁ ଆଉ କିଛିଦିନ ବାକି ରହିଥିବା ବେଳେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୁପ୍ରିମକୋର୍ଟଙ୍କ...

Advertisement
Archives

Model This Week