ଜୁଲାଇ ୧୧ରୁ ରି-ଚେକିଂ ଲାଗି କରିପାରିବେ ଆବେଦନ

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତ ବର୍ଷ ପାସ ହାର ୯୦.୫୫ ପ୍ରତିଶତ ରହିଛି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ମୋଟ ୫ ଲକ୍ଷ ୨୬ ହଜାର ୮୧୮ ଜଣ ପିଲା ପରୀକ୍ଷା ଦେଇଥିଲେ। ତନ୍ମଧ୍ୟରୁ ୫,୧୭,୮୪୭ଜଣ ପିଲା ପାସ କରିଥିବାବେଳେ ୮୬୯୯ଜଣ ପିଲା ଫେଲ ହୋଇଛନ୍ତି । ସେହିଭଳି ୨,୫୬,୮୭୭ଜଣ ଛାତ୍ର ପାସ କରିଥିବାବେଳେ ୨,୬୦,୯୬୦ଜଣ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।

ତେବେ ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ପିଲା ରି-ଚେକିଂ କରାଇ ପାରିବେ। ଏଥିଲାଗି ଜୁଲାଇ ୧୧ରୁ ଅନ୍‌ଲାଇନ୍‌ ଯୋଗେ ଆବେଦନ କରାଯାଇପାରିବ । ଜୁଲାଇ ୧୧ରୁ ୨୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri