ଜୁନ୍‌ ଶେଷ ସସ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ,୪।୬: ଚଳିତ ମାସ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ଞ୍ଜ


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri