ଯାଜପୁର ଟାଉନ,୨୧ା୩(ଡି.ଏନ.ଏ.): ଯାଜପୁର ସହର ନିକଟସ୍ଥ ବାମଦେବପୁର ଗ୍ରାମର ଜଣେ ମାଟ୍ରିକ ପରୀକ୍ଷାଥର୍ର୍ୀ ପରୀକ୍ଷା ଶେଷ ହେବା ପୂର୍ବରୁ ଆମତ୍ହତ୍ୟା କରିଛନ୍ତି। ସେ ହେଲେ ବାମଦେବପୁର (ବରହଟା) ଯଯାତିକେଶରୀ ଉଚ୍ଚ ବିଦ୍ୟାଳୟର ରଶ୍ମୀବାଳା ପାହିଲ। ରଶ୍ମୀ ଯାଜପୁର ମ୍ୟୁନିସିପାଲିଟି ହାଇସ୍କୁଲରେ ମାଟ୍ରିକ ପରୀକ୍ଷା ଦେଉଥିଲେ। ଶେଷ ୨ ପରୀକ୍ଷାରେ ତାଙ୍କର ଖରାପ ହୋଇଥିଲା। ଏହାକୁ ନେଇ ରଶ୍ମୀ ମାନସିକ ଭାରସାମ୍ୟ ହରାଇ ରବିବାର ରାତିରେ ନିଜ ଘରେ ଓଢ଼ଣୀରେ ଝୁଲି ଆମତ୍ହତ୍ୟା କରିଥିବା ଅଭିଯୋଗ ହୋଇଛି। ଯାଜପୁର ଟାଉନ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି।
Posted inଆମ ଜିଲା ଖବର, ଯାଜପୁର View All
ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…
ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ
ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…
ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ
ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…
ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ
ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…
ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…
ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…
୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ
ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…
ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…
ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…
Archives

