Posted inଖେଳ

ଟୁର୍‌ ଡି’ ଫ୍ରାନ୍ସରେ ମାଟେଜଙ୍କ ପ୍ରଥମ ବିଜୟ

ପ୍ୟାରିସ, ୩ା୭: ଟୁର୍‌ ଡି’ ଫ୍ରାନ୍ସର ସାଇକେଲ ରେସ୍‌ର ୭ମ ଷ୍ଟେଜ୍‌ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭିର୍ଜନଠାରୁ ଲି’ କ୍ରେସଟ ୨୪୯.୧ କିଲୋମିଟର ଦୂରତା ବିଶିଷ୍ଟ ଏହି ରେସ୍‌ରେ ବାହାରିନ୍‌ ଭିକ୍ଟୋରିୟସ ଟିମ୍‌ର ମାଟେଜ ମୋହୋରିକ୍‌ ୫ ଘଣ୍ଟା ୨୮ ମିନିଟ ଓ ୨୦ ସେକେଣ୍ଡ ଟାଇମିଂରେ ଜିତିଛନ୍ତି। ସ୍ଲୋଭେନିଆର ଏହି ରାଇଡର ଜାସ୍ପର ଷ୍ଟୁଇଭେନ୍‌ଙ୍କଠାରୁ ୧ ମିନିଟ୍‌ ୨୦ ସେକେଣ୍ଡ ଆଗରେ ରହି ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଟୁର ଡି’ ଫ୍ରାନ୍ସରେ ଏହା ହେଉଛି ତାଙ୍କର ପ୍ରଥମ ବିଜୟ। ଓଭରଅଲ୍‌ ଲିଡର ମାଥ୍ୟୁ ଭାନ୍‌ ଡର୍‌ ପୋଏଲ ୧ ମିନିଟ ୪୦ ସେକେଣ୍ଡ ପଛରେ ଚତୁର୍ଥ ହୋଇଥିଲେ ହେଁ ଓଭରଅଲ ଲିଡର ଭାବେ ୟଲୋ ଜର୍ସି ବଜାୟ ରଖିପାରିଛନ୍ତି। ଏଥିସହିତ ସେ ଗତଥରର ଚାମ୍ପିୟନ ଟାଡେଜ୍‌ ପୋଗାକାରଙ୍କଠାରୁ ଅଗ୍ରଣୀ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି। ତୃତୀୟ ସ୍ଥାନ ଅଧିକାର କରିଥିଲେ ମାଗ୍ନସ କୋର୍ଟ। ୫ମରୁ ୧୦ମ ସ୍ଥାନ ଯଥାକ୍ରମେ କାସ୍ପର ଆସ୍‌ଗ୍ରୀନ, ଫ୍ରାଙ୍କ୍‌ ବୋନାମୋର, ପ୍ୟାଟ୍ରିକ୍‌ କୋନାର୍ଡ, ଓଉଟ ଭାନ୍‌ ଆର୍ଟ, ବ୍ରେଣ୍ଟ ଭାନ୍‌ ମୋଏର ଓ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୧୯ ଏଫଆଇଏଚ୍‌ ପୁରସ୍କାର: ମନପ୍ରୀତ ‘ପ୍ଲେୟର ଅଫ ଦି ଇୟର’

ନୂଆଦିଲ୍ଲୀ, ୧୩।୨- ଭାରତୀୟ ହକି ପାଇଁ ଆସିଛି ଆଉ ଏକ ଖୁସି ଖବର। ଅଧିନାୟକ ମନପ୍ରୀତ ସିଂ ପାଇଛନ୍ତି ଏଫଆଇଏଚ୍‌ ‘ପ୍ଲେୟର ଅଫ ଦି ଇୟର’...

ଐତିହାସିକ ବିଜୟକୁ ନେଇ ଏଭଳି କହିଲେ ଅଧିନାୟକ: ଦୁଇ ଖେଳାଳିଙ୍କୁ ଦେଲେ ଶ୍ରେୟ

ଗାବା,୧୯।୧: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ଐତିହାସିକ ବିଜୟ ପରେ କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାଣେ ଖୁସି ପ୍ରକଟ କରିଛନ୍ତି। ଏହି ବିଜୟର ଗୁରୁତ୍ୱ ଅଧିକ। ଏହାକୁ...

ଏହି ଅଭିନେତ୍ରୀଙ୍କ ସହ ଡେଟିଂରେ ଯିବାକୁ ଚାହୁଁଥିଲେ କ୍ରିକେଟର ସୁରେଶ ରାଇନା

ଭାରତୀୟ କ୍ରିକେଟର ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଦଳରୁ ବାଦ୍‌ ପଡିଛନ୍ତି। ଏବେ ସେ ନିଜ ପରିବାର ସହ ସମୟ ବିତାଇବା ସହ ଆଗାମୀ...

ଦୀର୍ଘ ଦିନର ପ୍ରେମିକାଙ୍କ ହାତ ଧରିଲେ ଅଲରାଉଣ୍ଡର

ଭାରତୀୟ ଅଲରାଉଣ୍ଡର ତଥା ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ଶ୍ରେୟାସ ଗୋପାଳ ତାଙ୍କର ଦୀର୍ଘ ସମୟର ଗର୍ଲଫ୍ରେଣ୍ଡ ନିକିତା ଶିବଙ୍କୁ ବିବାହ କରିଛନ୍ତି। ଶ୍ରେୟାସ...

ଟସ୍‌ ଜିତିଲା ସିଏସ୍‌କେ, ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୧୫।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୨ତମ ମ୍ୟାଚ୍‌ରେ ରବିବାର ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଗୁଜରାଟ ଟାଇଟନ୍ସ୍‌୍‌(ଜିଟି୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ...

ଭାରତକୁ ମିସ୍‌ କରୁଛନ୍ତି ପାକିସ୍ତାନର ମହାନ ବୋଲର

ଦୋହା,୧୭।୩: ଲିଜେଣ୍ଡ୍ସ ଲିଗ କ୍ରିକେଟ ଟୁର୍ନାମେଣ୍ଟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତରଙ୍କ ଏକ ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସେ କହିଛନ୍ତି...

ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ବାଲିଫାୟର୍ସ: ରୁଷିଆକୁ ୪-୨ରେ ହରାଇଲା ଭାରତ

ଭୁବନେଶ୍ୱର, ୨।୧୧(କ୍ରୀଡ଼ା ପ୍ରତିନିଧି)- ମନଦୀପ ସିଂଙ୍କ ଡବଲ ଗୋଲ ବଳରେ ଭାରତୀୟ ପୁରୁଷ ଦଳ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ବାଲିଫାୟର୍ସ ହକି...

ଏକଦା ସଚିନଙ୍କ ପାଖରେ ବସିବା ପାଇଁ ମନା କରିଦେଇଥିଲେ ଯୁବରାଜ, କାରଣ ଜାଣିଲେ ହେବେ..

ଭାରତୀୟ କ୍ରିକେଟ୍‌ ଟିମ୍‌ର ଦିଗ୍ଗଜ ଖେଳାଳି ସଚିନ ତେନ୍ଦୁଲକର, ରାହୁଲ ଦ୍ରାବିଡ ଏବଂ ସୌରଭ ଗାଙ୍ଗୁଲୀଙ୍କ ଦବ୍‌ଦବା ଦେଖିବାକୁ ମିଳୁଥିବା ବେଳେ ଯୁବରାଜ ସିଂହ ଦଳରେ...

Advertisement
Archives

Model This Week