Odisha Elections 2024
Posted inଜାତୀୟ

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର ଜଣେ ମୌଲବୀଙ୍କୁ ଗୁଜରାଟ ପୋଲିସ ଗିରଫ କରିଛି। ମୌଲବୀ ସୋହେଲ ଅବୁବକର ତିମୋଲ(୨୭) ମୁସଲମାନ ପିଲାମାନଙ୍କୁ ଇସ୍‌ଲାମ ଉପରେ ଘରୋଇ ଟ୍ୟୁସନ ଦେଉଥିଲେ। ଏହା ବ୍ୟତୀତ ସେ ଏକ କାରଖାନାରେ କାମ କରୁଥିଲେ। ଏଥିସହିତ ମୌଲବୀ ସୋହେଲ ତାଙ୍କର ପାକିସ୍ତାନ ଓ ନେପାଳ ପରିଚାଳକଙ୍କ ସହ ମିଶି ସୁଦର୍ଶନ ଟେଲିଭିଜନ ଚ୍ୟାନେଲର ମୁଖ୍ୟ ସମ୍ପାଦକ ତଥା ଭାଜପାର ତେଲଙ୍ଗାନା ବିଧାୟକ ରାଜା ସିଂଙ୍କୁ ମଧ୍ୟ ଧମକ ଦେଇଥିଲେ ବୋଲି ସୁରଟ ପୋଲିସ କମିଶନର ଅନୁପମ ସିଂ ଗେହଲଟ କହିଛନ୍ତି। ମୌଲବୀଙ୍କୁ ଅଟକ ପରେ ତାଙ୍କ ମୋବାଇଲ ଫୋନ୍‌ରୁ ଅନେକ ଆପତ୍ତିଜନକ କଣ୍ଟେଣ୍ଟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

ନୂଆ ଆପରାଧିକ ଆଇନ ବିରୋଧରେ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୫: ତିନୋଟି ନୂତନ ଆପରାଧିକ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସୋମବାର ସୁପ୍ରିମକୋର୍ଟ ଏହି ପିଟିସନର ଶୁଣାଣି କରିବେ। ନୂତନ ଆପରାଧିକ...

ଫାରୁକ ଅବଦୁଲ୍ଲାଙ୍କ ରାଲିରେ ଛୁରାମାଡ, ୨ କର୍ମୀ ଆହତ

ଜମ୍ମୁ,୧୯।୫: ରବିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲାର ମେହେନ୍ଦରରେ ଏକ ନିର୍ବାଚନ ରାଲିରେ ଅଜ୍ଞାତ ବ୍ୟକ୍ତିଙ୍କ ଛୁରାମାଡରେ ତିନିଜଣ ନ୍ୟାଶନାଲ କନଫରେନ୍ସ (ଏନସି) କର୍ମୀ ଆହତ...

ଦେବଦୂତ ସାଜିଲେ ମହିଳା ଡାକ୍ତର, ସିପିଆର ଦେଇ ବଞ୍ଚାଇଲେ ୬ ବର୍ଷ ଶିଶୁର ଜୀବନ

ଅମରାବତି,୧୯।୫: ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଜଣେ ୬ବର୍ଷର ଶିଶୁ ଏକ ବୈଦ୍ୟୁତିକ ଆଘାତ ପାଇ ଚେତାଶୂନ୍ୟ ହୋଇଗଲା। ଏହା ପରେ ଶିଶୁଟିର ବାପା ତାଙ୍କୁ ଡାକ୍ତରଖାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri