Posted inଫୁରସତ

ମାଇକ୍‌ ଅନ୍‌ କରି ଶୋଇପଡ଼ିଲେ ମୌଲବୀ, ପରେ ଯାହା ଘଟିଲା ଶୁଣିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆରେ ହାସ୍‌ଟ୍ୟାଗ୍‌ ଶ୍ୱେତା ନାମରେ ଏକ ଅଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ଯୁବତୀ ଅନ୍‌ଲାଇନ ମିଟିଂ ପରେ ମାଇକ୍‌ ବନ୍ଦ କରିବାକୁ ଭୁଲି ଯାଇଥିଲେ। ଏହା ପରେ ତାଙ୍କର ଜଣେ ବନ୍ଧୁଙ୍କ ଦ୍ୱାରା ତାଙ୍କର ସମସ୍ତ ବ୍ୟକ୍ତିଗତ କଥା ଲିକ୍‌ ହୋଇଯାଇଥିଲା।

ସେହିପରି ବର୍ତ୍ତମାନ ଜଣେ ମୌଲବୀ ସାହେବଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଶୁଣିଲେ ସ୍ପଷ୍ଟ ହେବ ମୌଲବୀ ମାଇକ୍‌ ବନ୍ଦ ନ କରି ଶୋଇ ଯାଇଛନ୍ତି ଆଉ ଜୋର୍‌ରେ ଘୁଙ୍ଗୁଡ଼ି ମାରୁଛନ୍ତି। ଏହା ଶୁଣି ଲୋକେ ହସି ହସି ବେଦମ ହୋଇଯାଉଛନ୍ତି।

@dapakiguy92 ନାମକ ଜଣେ ଟୁଇଟର ୟୁଜର ଏହାକୁ ଶେୟାର କରିଛନ୍ତି। ଏଥିରେ କ୍ୟାପଶନ ଲେଖିଛନ୍ତି, ମୌଲବୀ ସାହେବ ମାଇକ୍‌ ଅନ୍‌ କରି ଶୋଇ ଯାଇଛନ୍ତି। ଭିଡିଓଟି ଦେଖି ଲୋକେ ହସି ହସି ଗଡ଼ିବା ସହ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୮୦୦ କିମି ପଛୁଆ ଚାଲି ଚାଲି ଆସୁଛନ୍ତି ଏହି ବ୍ୟକ୍ତି

ଜାକର୍ତ୍ତା: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ମେଦି ବସ୍ତୋନୀ(୪୩ ବର୍ଷ) ନାମକ ଜଣେ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ...

ଆଖି ଡେଇଁଥାଏ କାହିଁକି…

ବେଳେ କେତେକଙ୍କର ଆଖି ଡେଇଁଥାଏ। ଏହା କେତେକ ଶାରୀରିକ ସମସ୍ୟା ଯୋଗୁ ସୃଷ୍ଟି ହୋଇଥାଏ ବୋଲି ଚିକିତ୍ସକ କହିଥାନ୍ତି। ବୈଜ୍ଞାନିିକ ଦୃଷ୍ଟିକୋଣରୁ ଅତ୍ୟଧିକ ଚା, କଫି,...

ବିତର୍କ ବେଳେ ମହିଳା ସଦସ୍ୟଙ୍କୁ ମାଡ଼ ମାରିଲେ ଏମ୍‌ପି

ଟ୍ୟୁନିଶ୍‌,୫।୭: ଟ୍ୟୁନେଶିଆର ସଂସଦରେ ହିଂସାର ଏକ ମାମଲା ସାମ୍ନାକୁ ଆସିଛି। ବିତର୍କ ସମୟରେ ଜଣେ ମହିଳା ସଦସ୍ୟଙ୍କୁ ଅନ୍ୟ ଜଣେ ଏମ୍‌ପି ମାଡ଼ ମାରିଥିବା ଦେଖିବାକୁ...

କେବଳ ମଣିଷଙ୍କୁ ନୁହେଁ, କୁକୁଡ଼ାକୁ ମଧ୍ୟ ଦରକାର ହୁଏ ଆଲିଙ୍ଗନ: ପାଇବା ପାଇଁ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଏତେ ସବୁ ରଙ୍ଗ ଥାଇ ଜେସିବି ମେଶିନର ରଙ୍ଗ କାହିଁକି ହଳଦିଆ ଜାଣନ୍ତି…

ଜେସିବି କମ୍ପାନୀର ମେଶିନ ଆପଣ ନିଶ୍ଚିତ ଦେଖିଥିବେ। ଏହା କନ୍‌ଷ୍ଟ୍ରକ୍ସନ ବା ନିର୍ମାଣ କାର୍ଯ୍ୟରେ ଲାଗେ। ଏହି କମ୍ପାନୀ ମେଶିନର ଏକ ବିଶେଷତ୍ତ୍ୱ ହେଲା ଏହାର...

ମାଡ଼ି ଆସୁଛି ବିପଦ: ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି

ଗତ ହଜାରେ କୋଟି ବର୍ଷ ମଧ୍ୟରେ ବ୍ରହ୍ମାଣ୍ଡର ତାପମାତ୍ରା ୧୦ ଗୁଣା ବଢ଼ିଛି। ଏନେଇ ଓହିଓ ବିଶ୍ୱବିଦ୍ୟାଳୟର କସ୍‌ମୋଲୋଜି ଏବଂ ଆଷ୍ଟ୍ରୋପାଟିକିଲ୍‌ ଫିଜିକ୍ସ୍‌ ବିଭାଗ ପକ୍ଷରୁ...

ଟିକ୍‌ଟକ୍‌ ଉପରେ ୧ କୋଟିରୁ ଊର୍ଦ୍ଧ୍ୱ ଜରିମାନା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୬ା୭: ଶର୍ଟ ଭିଡିଓ ପ୍ରସ୍ତୁତ ପ୍ଲାଟଫର୍ମ ତଥା ଟିକ୍‌ଟକ୍‌ ଆପ୍‌କୁ ଭାରତରେ ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି। ବ୍ୟବହାରକାରୀଙ୍କ ତଥ୍ୟର ସୁରକ୍ଷା ଏବଂ ଜାତୀୟ ସୁରକ୍ଷାକୁ...

ନିଆରା ମଣିଷ, ଟ୍ରାଫିକ୍‌ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା

ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି।...

Advertisement


Archives

Model This Week