ଦିନ ଗଣୁଛନ୍ତି ମୌନି

ମୌନି ରୟ ଏବେଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। କାରଣ ଆସନ୍ତାବର୍ଷ ପ୍ରାରମ୍ଭରେ ସେ ନୂଆ ଦୁନିଆରେ ପାଦ ଦେଉଛନ୍ତି। ଅର୍ଥାତ୍‌ ଖୁବ୍‌ଶୀଘ୍ର ସେ ଘରସଂସାର କରିବାକୁ ଯାଉଛନ୍ତି। ତା’ସହ ସେ ସାଇନ୍‌ କରିଥିବା ଦୁଇଟି ଫିଲ୍ମ (ଯାହାର ଟାଇଟଲ ଫାଇନାଲ ହୋଇନାହିଁ)ର ଶୁଟିଂ ଯଥାଶୀଘ୍ର ଆରମ୍ଭ ହେବାକୁ ଯାଉଛି। ପ୍ରେମିକ ସୁରଜ ନାମ୍ବିୟାରଙ୍କ ସହ ତାଙ୍କର ବିବାହ ହେବ ବୋଲି ଜଣାପଡ଼ିଛି। ଏ ନେଇ ମୌନି କହନ୍ତି, ”ସୁରଜ ଏବଂ ମୁଁ ପରସ୍ପରକୁ ବେଶ୍‌ କିଛି ବର୍ଷ ହେଲା ଜାଣିଛୁ। ଆମ ଭିତରେ ଥିବା ପ୍ରେମ ସମ୍ପର୍କ ଏବେ ବିବାହର ରୂପ ନେବାକୁ ଯାଉଛି। ଆସନ୍ତାବର୍ଷ ଆମେ ବିବାହ କରିବୁ ବୋଲି ସ୍ଥିର ହୋଇଛି। ମ୍ୟାରେଜ ପରେ ଆକ୍ଟିଂ ଚାଲୁ ରହିବ। ସେ ନେଇ ମୁଁ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିସାରିଛି।“ ସୂଚନାଯୋଗ୍ୟ, କରନ୍‌ ଜୋହରଙ୍କ ‘ବ୍ରହ୍ମାସ୍ତ୍ର’ରେ ମୌନି ଅଭିନୟ କରିଛନ୍ତି। ଏହି ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ରଣବୀର କପୁର ଏବଂ ଆଲିୟା ଭଟ୍ଟ। ଅନ୍ୟପକ୍ଷରେ ଆବାସ ମସ୍ତାନ୍‌ଙ୍କ ଟାଇଟଲ ଫାଇନାଲ ହୋଇ ନ ଥିବା ଏକ ଫିଲ୍ମରେ ସେ ବବି ଦେଓଲଙ୍କ ନାୟିକା ସାଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?