ମୌନୀ-ସୁରଜଙ୍କ ପ୍ରେମ କାହାଣୀ: ଜାଣନ୍ତୁ କିପରି ପଡ଼ିଥିଲେ ପ୍ରେମରେ

ଅଭିନେତ୍ରୀ ମୌନୀ ରୟ ପ୍ରେମିକ ସୁରଜ ନାମ୍ବିଆର୍‌ଙ୍କୁ ଖୁବ୍‌ଶୀଘ୍ର ବିବାହ କରିବେ। ସେ ୨୭ ଜାନୁୟାରୀ ୨୦୨୨ରେ ଗୋଆରେ ଏକ ସମୁଦ୍ରକୂଳରେ ବିବାହ କରିବେ। ତେବେ ଜାଣନ୍ତୁ ମୌନୀ ଓ ସୁରଜଙ୍କ ପ୍ରେମ କାହାଣୀକୁ ନେଇ ରୋଚକ କଥା। କିପର ସେ ପଡ଼ିଥିଲେ ସୁରଜଙ୍କ ପ୍ରେମରେ। ଉଭୟଙ୍କ ପ୍ରଥମ ଦେଖା ଦୁବାଇରେ ହୋଇଥିଲା । ପରେ ଦୁହେଁ ଡେଟିଂ ଆରମ୍ଭ କରିଥିଲେ। ଯଦିଓ ସେମାନେ ନିଜ ସମ୍ପର୍କକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିନାହାଁନ୍ତି, ଅନେକ ଥର ପାର୍ଟିରେ ସେମାନଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଏପରି କି ମୌନୀ ସୁରଜ ଏବଂ ତାଙ୍କ ପରିବାର ସହିତ ୨୦୨୧ ନୂତନ ବର୍ଷ ମଧ୍ୟ ପାଳନ କରିଥିଲେ । ପରେ ମାର୍ଚ୍ଚ ମାସରେ, ସେ ତାଙ୍କ ଘନିଷ୍ଠ ବନ୍ଧୁ ମନ୍ଦିରା ବେଦୀଙ୍କ ଘରେ ସୁରଜଙ୍କ ପିତାମାତାଙ୍କୁ ମଧ୍ୟ ଭେଟିଥିଲେ। ସେବେଠାରୁ ସେମାନଙ୍କ ବିବାହ ନେଇ ଆଲୋଚନା ହେଉଥିଲା। ବର୍ତ୍ତମାନ ୨୭ ଜାନୁୟାରୀ ୨୦୨୨ରେ ଉଭୟ ବିବାହ କରିବାକୁ ନେଇ ଖବର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri