Posted inଖେଳ

ଟି୨୦ ସିରିଜ ଖେଳିବେ ମାକ୍ସଓ୍ବେଲ୍‌

ସିଡ୍‌ନୀ,୨୪ା୧୦: ଅଷ୍ଟ୍ରେଲିଆର ଅଲରାଉଣ୍ଡର ଗ୍ଲେନ ମାକ୍ସଓ୍ବେଲ୍‌ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ସିରିଜରେ ଖେଳିବେ ବୋଲି ଆଶା କରାଯାଉଛି। ତାଙ୍କ କଚଟି ହାଡ଼ ଭାଙ୍ଗିଯାଇଥିଲା। ଆବଶ୍ୟକ ଚିକିତ୍ସା ପରେ ବର୍ତ୍ତମାନ ସେ ଫିଟ୍‌ ଅଛନ୍ତି।

ଅକ୍ଟୋବର ୨୯ରୁ କାନବେରାଠାରେ ଆରମ୍ଭ ହେବାକୁଥିବା ଏହି ଇଭେଣ୍ଟ ମନୋନୀତ ଦଳରେ ଆଶ୍ଚର୍ଯ୍ୟଜନକ ଭାବେ ମାହଲି ବିୟର୍ଡମ୍ୟାନଙ୍କୁ ସ୍ଥାନ ମିଳିଛି। ଶନିବାର ଦିନିକିଆ ସିରିଜ ଶେଷ ହେବା ପରେ ୫ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଖେଳାଯିବ।

ଦୁଇ ଦେଶ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଶନିବାର ଶେଷ ହେବା ପରେ ୫ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଆରମ୍ଭ ହେବ। ୩୭ବର୍ଷୀୟ ମାକ୍ସଓ୍ବେଲ ଓ ବିଅର୍ଡମ୍ୟାନ ଶେଷ ତିନୋଟି ଗେମ୍‌ ପାଇଁ ଉପଲବ୍ଧ ହେବେ। ଅନ୍ୟପକ୍ଷରେ ପେସ୍‌ ଷ୍ଟଲଓ୍ବାର୍ଟ ଜୋସ୍‌ ହାଜେଲଉଡ୍‌ ଏବଂ ବୋଲିଂ ଅଲରାଉଣ୍ଡର ସିନ୍‌ ଆବଟ ଯଥାକ୍ରମେ ପ୍ରଥମ ଦୁଇ ଏବଂ ତିନୋଟି ଗେମ୍‌ ପାଇଁ ଉପଲବ୍ଧ ହେବେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?