ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଶନିବାର ଏହି ସୂଚନା ଦେଇଛନ୍ତି। ଏପ୍ରିଲ ୧୯ରେ ବିଧିବଦ୍ଧ ଭାବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ୧୯ରୁ ୨୬ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ, ୨୭ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ସୂଚନାଯୋଗ୍ୟ, ପିପିଲି ଉପର୍ନିବାଚନ ପାଇଁ ଏପ୍ରିଲ ୧୭ ତାରିଖରେ ଭୋଟ ହେବାର ଥିଲା। ୧୪ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ଉପନିର୍ବାଚନ ସ୍ଥଗିତ ରଖାଯାଇଥିଲା। କେବଳ ନୂତନ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରି ପରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri