ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଶନିବାର ଏହି ସୂଚନା ଦେଇଛନ୍ତି। ଏପ୍ରିଲ ୧୯ରେ ବିଧିବଦ୍ଧ ଭାବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ୧୯ରୁ ୨୬ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ, ୨୭ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ସୂଚନାଯୋଗ୍ୟ, ପିପିଲି ଉପର୍ନିବାଚନ ପାଇଁ ଏପ୍ରିଲ ୧୭ ତାରିଖରେ ଭୋଟ ହେବାର ଥିଲା। ୧୪ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ଉପନିର୍ବାଚନ ସ୍ଥଗିତ ରଖାଯାଇଥିଲା। କେବଳ ନୂତନ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରି ପରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪: ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri