ସାନି ନିର୍ବାଚନ ତାରିଖ ଘୋଷଣା: ମେ’ ୧୩ରେ ପିପିଲି ଉପନିର୍ବାଚନ

ଭୁବନେଶ୍ବର,୧୭।୪: ପିପିଲି ଉପନିର୍ବାଚନ ପାଇଁ ସାନି ନିର୍ବାଚନ ତାରିଖ ଘୋଷଣା ହୋଇଛି। ଆସନ୍ତା ମେ ୧୩ ତାରିଖରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ୧୬ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଶନିବାର ଏହି ସୂଚନା ଦେଇଛନ୍ତି। ଏପ୍ରିଲ ୧୯ରେ ବିଧିବଦ୍ଧ ଭାବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ୧୯ରୁ ୨୬ ତାରିଖ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ, ୨୭ରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୯ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ସୂଚନାଯୋଗ୍ୟ, ପିପିଲି ଉପର୍ନିବାଚନ ପାଇଁ ଏପ୍ରିଲ ୧୭ ତାରିଖରେ ଭୋଟ ହେବାର ଥିଲା। ୧୪ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ଉପନିର୍ବାଚନ ସ୍ଥଗିତ ରଖାଯାଇଥିଲା। କେବଳ ନୂତନ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରି ପରିବେ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ବିରୋଧରେ ହତ୍ୟା ଅଭିଯୋଗ କଲା ବିଜେଡି

ଭୁବନେଶ୍ୱର,୨୩।୨(ବ୍ୟୁରୋ):  ଭାଜପା ନେତାଙ୍କ ବିରୋଧରେ ବିଜେଡି ହତ୍ୟା ଅଭିଯୋଗ ଆଣିଛି । ଭଦ୍ରକ ଜିଲା ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଅଞ୍ଚଳର ପ୍ରତାପ ଚନ୍ଦ୍ର...

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ...

କଳିଙ୍ଗା ଘାଟିରେ ଦୁର୍ଘଟଣା ନେଇ ପରିବହନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ସୁରଟ୍‌ରୁ ଫେରୁଥିବା ବସ୍‌ର ରୁଟ୍‌ ବଦଳାଯିବ

ଭୁବନେଶ୍ୱର,୩।୫(ବ୍ୟୁରୋ): କଳିଙ୍ଗା ଘାଟିରେ ଦୁଇଟି ବସ୍‌ ଦୁର୍ଘଟଣା ହେବା ପରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ରବିବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଘାଟି ରାସ୍ତା...

ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ...

ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ...

ଅନ୍ତେବାସୀଙ୍କୁ ପୋକରା ଚାଉଳ

ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍‌ଏସ୍‌ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୦୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୭,୩୪୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ବିଜେଡି ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ: ଭାଜପା

ଭୁବନେଶ୍ୱର, ୨।୨(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡିକୁ ହାରିଯିବା ଭୟ ଘାରିଛି ା ହତାଶ ହୋଇ ବିଜେଡି ବିରୋଧୀଙ୍କ ପ୍ରତି ହିଂସାପରାୟଣ ହୋଇପଡ଼ିଛି...

Advertisement
Archives

Model This Week