Posted inଖେଳ

ଆଜି ବିସିସିଆଇ କରିପାରେ ବଡ଼ ଘୋଷଣା, କାହାକୁ ମିଳିବ କ୍ୟାପ୍ଟେନ ଦାୟିତ଼୍ବ ?

ନୂଆଦିଲ୍ଲୀ, ୧୭ା୭: ଭାରତୀୟ କ୍ରିକେଟ୍‌ ଟିମ୍‌ ଚଳିତ ମାସର ଶେଷ ଆଡ଼କୁ ଶ୍ରୀଲଙ୍କା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଟିମ୍‌ ଶ୍ରୀଲଙ୍କା ବିପକ୍ଷରେ ୩ଟି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଏବଂ ୩ ମ୍ୟାଚ୍‌ ବିଶିଷ୍ଟ ୱାନ୍‌ଡେ ସିରିଜ୍‌ ଖେଳିବ । ଏହି ସିରିଜ୍‌ ପାଇଁ ବିିସିସିଆଇ କ୍ୟାପ୍ଟେନ୍‌ କିଏ ହେବେ ସେ ନେଇ ଘୋଷଣା କରିବ । ଗତ ମାସରେ ୱେଷ୍ଟ ଇଣ୍ଡିଜ୍‌ ବିପକ୍ଷରେ ଟିମ୍‌ ଇଣ୍ଡିଆ ବିଶ଼୍ବକପ୍‌ ବିଜୟ କରିଥିଲା । ଏଥିସହିତ ଆଜି ଶ୍ରୀଲଙ୍କ ବିପକ୍ଷ ସିରିଜ ପାଇଁ ପ୍ଲେଇଁ ସ୍କ଼୍ବାଡ ମଧ୍ୟ ଘୋଷଣା କରିପାରେ ବିସିସିଆଇ। ଗତ ମାସରେ ୱେଷ୍ଟ ଇଣ୍ଡିଜ୍‌ ବିପକ୍ଷରେ ଟିମ୍‌ ଇଣ୍ଡିଆ ବିଶ଼୍ବକପ୍‌ ବିଜୟ କରିଥିଲା । ଏହି ସମୟରେ କ୍ୟାପ୍ଟେନ୍‌ ରୋହିତ ଶର୍ମା ଅନ୍ତରାଷ୍ଟ୍ରୀୟ ସବୁଠାରୁ ଛୋଟ ଫର୍ମାଟ ଟି-୨୦କୁ ଅଲ୍‌ବିଦା କହିଥିଲେ ।

ତେବେ ଏହି ଅନ୍ତରାଷ୍ଟ୍ରୀୟ ସିରିଜ ପାଇଁ ଦଳର କ୍ୟାପ୍ଟେନ ରେସ୍‌ରେ ଆଗରେ ରହିଛନ୍ତି ସୂର୍ଯ୍ୟ କୁମାର ଯାଦବ ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା । ହାର୍ଦ୍ଦିକ ଏବଂ ସୂର୍ଯ୍ୟ କୁମାର ଟି-୨୦ ବିଶ଼୍ବକପ୍‌ରେ ଭଲ ପ୍ରଦର୍ଶନ କରିଥିଲେ । ଦଳର ନୂତନ କୋଚ ଭାବେ ଗୌତମ ଗମ୍ଭୀରଙ୍କ ଏହା ପ୍ରଥମ ସିରିଜ୍‌ ହେବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri