ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦ ଡିସେମ୍ବର ମାସରେ ଆମେରିକାରେ ୮୩ ହଜାର ୮୪୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୨୦୨୧ ଏପ୍ରିଲ୍‌ରେ ବ୍ରାଜିଲ୍‌ରେ ୮୨ ହଜାର ୪୦୧ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦେଶର ବିଭିନ୍ନ ଶ୍ମଶାନ ଏବଂ କବରସ୍ତାନରେ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ସୃଷ୍ଟି ହୋଇଥିଲା। ବର୍ତ୍ତମାନ ସୁଦ୍ଧା ସେଭଳି ସ୍ଥିତି ଜାରି ରହିଛି। ଦେଶର କରୋନା ମହାମାରୀ ସ୍ଥିତି ସମ୍ପର୍କରେ ଶ୍ମଶାନ ଏବଂ କବରସ୍ତାନରୁ ସୂଚନା ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଉହାନ୍‌ ଲାବ୍‌ରୁ କରୋନା ଉତ୍ପତ୍ତିର ବଳିଷ୍ଠ ପ୍ରମାଣ ରହିଛି’

ଓ୍ବାଶିଂଟନ,୫ା୫: ଚାଇନାର ଉହାନ୍‌ସ୍ଥିତ ଲାବ୍‌ରୁ ହିଁ କରୋନା ଭାଇରସ୍‌ ଉତ୍ପତ୍ତି ହୋଇଛି ବୋଲି ଆମେରିକାର ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ ମାଇକ୍‌ ପୋମ୍ପେଓ ଦାବି କରିଛନ୍ତି। ଆମ...

ଶ୍ରମିକଙ୍କ ପୁଅ ହେଲେ ଇସ୍ରୋ ବୈଜ୍ଞାନିକ

ମୁମ୍ବାଇ,୧୮ା୬: ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସାଧ୍ୟ କାମକୁ ସାଧନ କରିପାରେ। ସେମିତି କରି ଦେଖାଇଛନ୍ତି ଜଣେ ଶ୍ରମିକଙ୍କ ପୁଅ। କଠିନ ଅଧ୍ୟବସାୟ ବଳରେ...

ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେଲେ ମାନେକା ଗାନ୍ଧୀ

ନୂଆଦିଲ୍ଲୀ, ୩୧।୫: ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ମାନେକା ଗାନ୍ଧୀ। ମୋଦି ଦ୍ୱିତୀୟ ପାଳି ସରକାରରେ ମନ୍ତ୍ରୀ ପଦ ପାଇ...

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର...

ମୋଦିଙ୍କ କାର୍ଯ୍ୟକୁ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୩ା୪: ବିଶ୍ୱବ୍ୟାପୀ କରୋନା ଆତଙ୍କ ଜାରି ରାହିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଛି। ଅଦ୍ୟାବଧି ବିଶ୍ୱରେ କରୋନା ଭାଇରସ୍‌ ଜନିତ ମୃତ୍ୟୁସଂଖ୍ୟା ୪୯ ହଜାର...

୧୦ ଦିନରେ ଡିସ୍‌ଚାର୍ଜ ହେବେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୦।୫(ପି.ଟି.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ପାଉଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରୋଗୀଙ୍କ ଡିସ୍‌ଚାର୍ଜ ନୀତିରେ ପରିବର୍ତ୍ତନ କରିଛନ୍ତି। ସଂଶୋଧିତ ନିୟମ ଅନୁଯାୟୀ ଗୁରୁତର...

୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ମାଲିକ ଗିରଫ

ଗୁରୁଗ୍ରାମ, ୧୨।୬: ୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ଗିରଫ ହୋଇଛନ୍ତି ମାଲିକ। ଦିଲ୍ଲୀର ଗୁରୁଗ୍ରାମରେ ଏଭଳି ଘଟଣା ଘଟିଛି। ସେକ୍ଟର ୬୫ରେ...

ଆର୍‌ଜେଡି ଜାରି କଲା ଘୋଷଣା ପତ୍ର: ୧୦ ଲକ୍ଷ ସ୍ଥାୟୀ ନିଯୁକ୍ତି, ଗାଁରେ ସିସିଟିଭି

ପାଟନା, ୨୪।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡ଼ି) ପକ୍ଷରୁ ଶନିବାର ଘୋଷଣା ପତ୍ର ଜାରି କରାଯାଇଛି। ରାଜଧାନୀ ପାଟନାରେ...

Advertisement
Archives

Model This Week