Posted inଜାତୀୟ

‘ପ୍ରଭୁ ଶ୍ରୀରାମ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ’

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଦେଶ ତଥା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟୁଛି। ବିଭିନ୍ନ ରାଜନୈତିକ ଦଳଠାରୁ ଆରମ୍ଭ କରି ସାମାଜିକ ସଂଗଠନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ପଠାଯାଉଛି। ଲୋକମାନେ ସୋସିଆଲ ମିଡିଆରେ ଅଭିନନ୍ଦନ ଓ ଶୁଭେଚ୍ଛ ଜଣାଉଛନ୍ତି। ଏଥି ସହିତ ଭାଜପା ଏହି ଅବସରରେ ସେବା ତଥା ଉତ୍ସର୍ଗୀକୃତ ଅଭିଯାନ ଚଳାଉଛି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସମେତ ବିରୋଧୀ ଦଳର ନେତାମାନେ ମଧ୍ୟ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଶୁଭେଚ୍ଛା ଜଣାଇଛନ୍ତି। ରାମନାଥ କୋବିନ୍ଦ ତାଙ୍କୁ ସ୍ବାସ୍ଥ୍ୟ ଏବଂ ଦୀର୍ଘ ଜୀବନ କାମନା କରିଥିଲେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଦିତ୍ୟନାଥ କହିଛନ୍ତି, ଆତ୍ମନିର୍ଭରଶୀଳ ଭାରତର ସଂକଳ୍ପକୁ ସାକାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ଶ୍ରୀ ରାମଙ୍କ କୃପାରୁ ଆପଣ ଦୀର୍ଘ ଜୀବନ ଏବଂ ଉତ୍ତମ ସୱାସ୍ଥ୍ୟ ପ୍ରାପ୍ତ କରନ୍ତୁ। ଆପଣ ଜୀବନ ପାଇଁ ମା ଭାରତୀଙ୍କର ସେବା କରିବାର ଚରମ ସୌଭାଗ୍ୟ ପ୍ରାପ୍ତ କରିବା ରଖୁ।

Image


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?