Posted inଖେଳ

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ମୟଙ୍କ

ନୂଆଦିଲ୍ଲୀ,୧୫ା୫: ମୟଙ୍କ ଯାଦବ ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲ୍‌ ସିଜନର ଅବଶିଷ୍ଟାଂଶ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଏ ନେଇ ଆଇପିଏଲ୍‌ ପକ୍ଷରୁ ଗୁରୁବାର ବିବୃତି ଜାରି କରାଯାଇଛି।

୨୨ ବର୍ଷୀୟ ମୟଙ୍କ ଚଳିତ ସିଜନରେ ମାତ୍ର ୨ ମ୍ୟାଚ୍‌ ଖେଳି ୧୨.୫୦ ବ୍ୟୟବହୁଳ ଇକୋନୋମୀ ରେଟ ସହ ୨ ଉଇକେଟ ନେଇଥିଲେ। ସେ ବ୍ୟାକ ଇଞ୍ଜୁରୀ କାରଣରୁ ଆଇପିଏଲ୍‌ ଆରମ୍ଭରୁ ଉପଲବ୍ଧ ମଧ୍ୟ ନ ଥିଲେ। ବିସିସିଆଇର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (ସିଓଇ)ରେ ଲମ୍ବା ରେହାବିଲିଟେଶନ ପରେ ମୟଙ୍କ ଏପ୍ରିଲ ୧୬ ତାରିଖରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି) ଦଳରେ ଯୋଗ ଦେଇଥିଲେ। ଏଲ୍‌ଏସ୍‌ଜି ପକ୍ଷରୁ ମୟଙ୍କଙ୍କ ବଦଳ ଖେଳାଳି ଭାବେ ନ୍ୟୁଜିଲାଣ୍ଡ ପେସର ଓ୍ବିଲିଅମ ଓରର୍କେଙ୍କୁ ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICC ଟି-୨୦ ରାଙ୍କିଙ୍ଗ୍‌ରେ ବୈଭବ ଚିତ୍‌ପଟାଙ୍ଗ, ଉପରକୁ ଉଠିଲେ ଏହି ଖେଳାଳି: ନାଁ ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୦।୯: ଦୁଲୀପ ଟ୍ରଫି ଫାଇନାଲ ଖେଳୁଥିବା ଭାରତର ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଏହାପରେ ତୁରନ୍ତ ଦିଲ୍ଲୀରେ ଭାରତୀୟ ଦଳ ସହ ଯୋଗ ଦେବେ। ଦିଲ୍ଲୀର ଅରୁଣ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri