Posted inଜାତୀୟ

ପୁତୁରା ଆକାଶ ଆନନ୍ଦଙ୍କୁ ରାଜନୈତିକ ଉତ୍ତରାଧିକାରୀ ଘୋଷଣା କଲେ ବିଏସପି ମୁଖ୍ୟ ମାୟାବତୀ

ନୂଆଦିଲ୍ଲୀ: ବିଏସପି ମୁଖ୍ୟ ମାୟାବତୀ ପୁତୁରା ଆକାଶ ଆନନ୍ଦଙ୍କୁ ତାଙ୍କର ରାଜନୈତିକ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ଆକାଶ ବର୍ତ୍ତମାନ ବିଏସପିର ଜାତୀୟ ସଂଯୋଜକ ମଧ୍ୟ ଅଛନ୍ତି। ୨୦୧୭ ରେ ଆକାଶଙ୍କ ରାଜନୈତିକ ଯାତ୍ରା ଆରମ୍ଭ ହୋଇଥିଲା। ମାୟାବତୀ ୨୦୧୭ ରେ ଏକ ବଡ ରାଲି କରି ରାଜନୀତିରେ ଆକାଶ ଆନନ୍ଦଙ୍କୁ ସ୍ୱାଗତ କରିଥିଲେ। ଆକାଶ ମାଷ୍ଟର ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ୍ (ଏମବିଏ) କରିଛନ୍ତି।

୨୦୧୯ ଲୋକସଭା ନିର୍ବାଚନ ସମୟରେ ଆନନ୍ଦ ବିଏସପି ପାଇଁ ଏକ ପ୍ରମୁଖ ଚେହେରା ଥିଲେ। ଦଳର ବରିଷ୍ଠ ନୀତାମାନେ ରବିବାର ଏକ ବୈଠକରେ ଆଲୋଚନା କରି ଏହି ନିଷ୍ପତ୍ତି ନେଇଛନ୍ତି। ଲୋକସଭା ସଦସ୍ୟ ଡାନିଶ ଅଲିଙ୍କୁ ଦଳରୁ ନିଲମ୍ବନ କରିବାର ଗୋଟିଏ ଦିନ ପରେ ଏହି ନିଷ୍ପତ୍ତି ନିଆଯାଇଛି।

ଦେଶରେ ଵଂଶାବାଦ ରାଜନୀତିର ଜଣେ ବଡ ସମାଲୋଚକ ଥିବା ମାୟାବତୀ ତାଙ୍କ ଭାଇ ଆନନ୍ଦ କୁମାରଙ୍କୁ ୨୦୧୯ ରେ ଦଳର ଜାତୀୟ ଉପାଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ ଏବଂ ତାଙ୍କ ପୁତୁରା ଆକାଶଙ୍କୁ ଜାତୀୟ ସଂଯୋଜକ କରିଥିଲେ। ବର୍ତମାନ ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ସମ୍ପର୍କରେ ମାୟାବତୀ ଆଜି ବିଏସପି ନେତାଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟେଇଲା ଭାରତ: ଏସିଆ କପ୍‌ରେ ଏକପାଖିଆ ବିଜୟ

ନୂଆଦିଲ୍ଲୀ,୧୦।୯: କ୍ରିକେଟ୍‌ରେ ସଫଳତା ପରେ ଭାରତର ଝିଅମାନେ ଏବେ ହକିରେ ମଧ୍ୟ ପାକିସ୍ତାନକୁ ସମ୍ପୂର୍ଣ୍ଣ ଭାବେ ପରାସ୍ତ କରିଛନ୍ତି। ମଙ୍ଗୋଲିଆରେ ଚାଲିଥିବା ମହିଳା ଜୁନିୟର ଏସିଆ କପ୍‌ରେ…

ଓଡ଼ିଶା, ଆଇଏଚ୍‌ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୧୦।୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି।…

ସଂଗଠନରେ ବଡ଼ ଅଦଳବଦଳ: ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା: ଓଡ଼ିଶାର ଏହି ନେତାଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୦।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନକୁ ଆହୁରି ସୁଦୃଢ଼ କରିବା ପାଇଁ ୭ଟି ମୋର୍ଚ୍ଚାର ପ୍ରଭାରୀଙ୍କ ନାମ ଘୋଷଣା କରିଛି। ଏଥିରେ ଓଡ଼ିଶାର ବରିଷ୍ଠ ନେତା…

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri