Posted inଜାତୀୟ

ନିମନ୍ତ୍ରଣ ପାଇ ରାହୁଲଙ୍କୁ କୃତଜ୍ଞତା ଜଣାଇଲେ ମାୟାବତୀ

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଜାନୁୟାରୀ ୩ ଅର୍ଥାତ୍‌ ମଙ୍ଗଳବାର ଉତ୍ତରପ୍ରଦେଶରେ ପ୍ରବେଶ କରିବ। ଏହି ଯାତ୍ରାରେ ସାମିଲ ହେବାକୁ କଂଗ୍ରେସ ବିଏସ୍‌ପିକୁ ନିମନ୍ତ୍ରଣ କରିଥିଲା। ତେବେ ବିଏସ୍‌ପି ମୁଖ୍ୟ ମାୟାବତୀ ବର୍ତ୍ତମାନ ଏହି ନିମନ୍ତ୍ରଣକୁ ଗ୍ରହଣ କରି ରାହୁଲ ଗାନ୍ଧୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ମାୟାବତୀ ଟୁଇଟ୍‌ କରି କହିଛନ୍ତି ଯେ, ଭାରତ ଯୋଡୋ ଯାତ୍ରା ପାଇଁ ଶୁଭେଚ୍ଛା ଏବଂ ଏହି ଯାତ୍ରାରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଥିବାରୁ ରାହୁଲ ଗାନ୍ଧୀଙ୍କୁ ଧନ୍ୟବାଦ। କଂଗ୍ରେସର ଏହି ଯାତ୍ରା ଗାଜିଆବାଦର ଲୋନିରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ସାମିଲ ହେବାକୁ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ, ସପା ବିଧାୟକ ଶିବପାଲ ସିଂ, ଆରଏଲ୍‌ଡି ମୁଖ୍ୟ ଜୟନ୍ତ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୟୋତିରାଦିତ୍ୟଙ୍କ ବାଟ ଓଗାଳିବାକୁ ପ୍ରିୟଙ୍କାଙ୍କୁ ରାଜ୍ୟ ସଭା ପଠାଇବାକୁ ଚାହୁଁଛନ୍ତି କମଳନାଥ!

ଭୋପାଳ,୧୮।୨: ମଧ୍ୟପ୍ରଦେଶର କଂଗ୍ରେସ ସରକାରରେ ଥିବା ଦୁଇ ନେତାଙ୍କ ମଧ୍ୟରେ ତୁତୁ ମେମେ ଥମିବାର ନାଁ ନେଉନି। ମୁଖ୍ୟମନ୍ତ୍ରୀ କମଳନାଥ ଓ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ୱାଇଏସଆର କଂଗ୍ରେସ ଦେଲା ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ

ଅମରାବତି,୨୪ ।୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି...

ମୋଦିଙ୍କୁ ଭେଟିଲେ କମଳନାଥ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ଗୁରୁବାର ସାକ୍ଷାତ୍‌ କରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ସୌଜନ୍ୟମୂଳକ ଆଲୋଚନା ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ଲୋକ...

ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…

ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ...

ହସ୍ପିଟାଲରେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ, ୩୦ା୭-ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଗୁରୁବାର ରାତିରେ ତାଙ୍କୁ ନୂଆଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିୟମିତ ସ୍ବାସ୍ଥ୍ୟ...

୩ ଫୁଟ ବରଫ ଚାଦରରେ ଢାଙ୍କି ହେଲା ବଦ୍ରିନାଥ

ଚାମୋଲି,୧୨।୧: ସାରା ଦେଶରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ସ୍ଥିତି ଅସମ୍ଭାଳ। ଏଠାରେ ତୁଷାରପାତ ଯୋଗୁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ...

ଭାଜପାକୁ ସମର୍ଥନ ଜଣାଇଲେ ୬ ଜେଡିୟୁ ବିଧାୟକ

ନୂଆଦିଲ୍ଲୀ,୧୨।୩: ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ସଂଯୁକ୍ତ ଜନତା ଦଳ (ଜେଡିୟୁ)ର ୬...

Advertisement
Archives

Model This Week