Posted inଜାତୀୟ

ଲୋକସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବଡ଼ ଘୋଷଣା

ଲକ୍ଷ୍ନୌ,୨୩।୮: ଲୋକସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି)ର ବୈଠକରେ ମାୟାବତୀ ସଂଗଠନକୁ ମଜଭୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସାଧାରଣ ନିର୍ବାଚନ ସମ୍ବନ୍ଧରେ ଅଧିକ ରଣନୀତି ଉପରେ ଆଲୋଚନା କରିଛନ୍ତି। ସାଧାରଣ ନିର୍ବାଚନରେ ମିଳିତ ମେଣ୍ଟ ସମ୍ପର୍କରେ ବିଏସପି ସୁପ୍ରିମୋ ମଧ୍ୟ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି।
ମାୟାବତୀ କହିଛନ୍ତି ଯେ, ପ୍ରାର୍ଥୀ ଚୟନରେ ଦଳକୁ ସତର୍କ ରହିବାକୁ ପଡ଼ିବ। ଲୋକସଭା ନିର୍ବାଚନରେ ଦଳ ସମସ୍ତ ଆସନକୁ ନିଜେ ପ୍ରତିଦ୍ୱନ୍ଦ୍ୱିତା କରିବ। ମିଳିତ ମେଣ୍ଟ ଯୋଗୁ ଦଳ ଲାଭ ଅପେକ୍ଷା ଅଧିକ କ୍ଷତି ସହିଛି। ବିଏସପିର ଭୋଟ ସ୍ପଷ୍ଟ ଭାବେ ମିଳିତ ମେଣ୍ଟର ଅନ୍ୟ ଦଳକୁ ଯାଉଛି, କିନ୍ତୁ ଅନ୍ୟ ଦଳଗୁଡିକ ଭୋଟ ବିଏସପିକୁ ହସ୍ତାନ୍ତର କରିବାକୁ ପ୍ରସ୍ତୁତ ନୁହଁନ୍ତି। ସେମାନଙ୍କର ସଠିକ ଉଦ୍ଦେଶ୍ୟ କିମ୍ବା ଦକ୍ଷତା ନାହିଁ,ଯେଉଁଥିପାଇଁ ବିଏସପିର ଲୋକଙ୍କ ମନୋବଳ ପ୍ରଭାବିତ ହୋଇଛି। ତେଣୁ ବିଏସପି ଉଭୟ ଶାସକ କିମ୍ବା ବିରୋଧୀ ଦଳଠାରୁ ଦୂରେଇ ରହିବ।
ଏହି ସମୟରେ ମାୟାବତୀ ଉଭୟ କଂଗ୍ରେସ ଏବଂ ଭାଜପାକୁ ଟାର୍ଗେଟ କରିଥିଲେ। ସେ କହିଛନ୍ତି ଯେ, ଭାଜପାର ସଂକୀର୍ଣ୍ଣ ଜାତିବାଦୀ ତଥା ସାମ୍ପ୍ରଦାୟିକ ରାଜନୀତି ଏବଂ ଅରାଜକତା ହେତୁ ସାଧାରଣ ଲୋକଙ୍କ ଉପରେ ଏହାର ପ୍ରଭାବ ପଡୁଛି। ଏଥର ଲୋକସଭା ନିର୍ବାଚନ ଏକପାଖିଆ ହେବ ନାହିଁ। ଏହି ନିର୍ବାଚନ ଦେଶର ରାଜନୀତିରେ ଏକ ମୋଡ଼ ବଦଳାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?