Posted inଜାତୀୟ

ମାୟାବତୀଙ୍କ ପୁତୁରା ବିଏସ୍‌ପିର ନଂ. ୨ ନେତା

ଲକ୍ଷ୍ନୌ,୧୪ା୯(ଆଇଏଏନ୍‌ଏସ୍‌): ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଅଧ୍ୟକ୍ଷା ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ଏବେ ଦଳରେ ନଂ୨ ନେତା। ଆଗାମୀ ଗୁଜରାଟ, ରାଜସ୍ଥାନ ଓ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଦଳକୁ ସୁଦୃଢ଼ କରାଇବା ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ କରାଯାଇଛି। ବିଏସ୍‌ପିର ରାଷ୍ଟ୍ରୀୟ ସଂଯୋଜକ ଥିବା ଆକାଶଙ୍କୁ ଉପରୋକ୍ତ ରାଜ୍ୟରେ ସଂଗଠନକୁ ସଜାଡ଼ିବା ଦାୟିତ୍ୱ ଦିଆଯାଇଛି। ଚଳିତ ବର୍ଷ ଶେଷ ସୁଦ୍ଧା ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ରାଜସ୍ଥାନ ଓ ମଧ୍ୟପ୍ରଦେଶରେ ଆସନ୍ତା ବର୍ଷ ଭୋଟ ହେବ। ଆକାଶ ୨୦୧୭ରେ ଲଣ୍ଡନରୁ ଏମ୍‌ବିଏ ଶେଷ କରି ଫେରିବା ପରେ ମାୟାବତୀ ତାଙ୍କୁ ରାଜନୀତିକୁ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ...

ହୀରାବେନ ମୋଦିଙ୍କୁ ମିଳୁ ରାଷ୍ଟ୍ରମାତା ସମ୍ମାନ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ନିଧନ ପରେ ସାରାଦେଶରୁ ଶୋକର ବାର୍ତ୍ତା ଛୁଟୁଛି। ଇତିମଧ୍ୟରେ ଅଖିଳ ଭାରତ ହିନ୍ଦୁ ମହାସଭା ଏବଂ ସନ୍ଥ...

ଜମ୍ମୁ-କଶ୍ମୀରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୧ ମୃତ, ଅନେକ ଆହତ

ଶ୍ରୀନଗର, ୨୭।୬: ଜମ୍ମୁ-କଶ୍ମୀରର ଶୋପିଆନ୍‌ ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୧ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି। ଜଣେ ସ୍କୁଟି...

ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅପଶବ୍ଦ କହିଲେ ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୮।୧୧: ଛଠ୍‌ ପୂଜାକୁ ସାର୍ବଜନୀନ ଅନୁମତି ଦେବାକୁ ନେଇ ଭାଜପା ସଦସ୍ୟ ମନୋଜ ତିଓ୍ବାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରିଛନ୍ତି।...

ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି...

ସାମାନ୍ୟ ସୁସ୍ଥ ହେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯।୮: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବେବି କୋମାରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍‌ ସର୍ଜରୀ ପରେ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବାରୁ ଏବେ...

ମୁସଲମାନ୍‌ ଶ୍ରଦ୍ଧାଳୁ ମନ୍ଦିର ପରିସରରେ ପଢ଼ିଲେ ନମାଜ: ଶୁଣାଇଲେ ରାମଚରିତ ମାନସ

ମଥୁରା,୧।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଛନ୍ତି। ଏହା ସହିତ...

ସୁରେଶ ଏନ୍‌. ପଟେଲ ନୂଆ ସିଭିସି

ନୂଆଦିଲ୍ଲୀ, ୪।୮: ଭିଜିଲାନ୍ସ କମିଶନର ସୁରେଶ ଏନ୍‌. ପଟେଲ ବୁଧବାର କେନ୍ଦ୍ରୀୟ ଭିଜିଲାନ୍ସ କମିଶନର (ସିଭିସି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

Advertisement
Archives

Model This Week