Posted inଜାତୀୟ

ପ୍ରି-ପୋଲ୍‌ ସର୍ଭେକୁ ବ୍ୟାନ କର

ନୂଆଦିଲ୍ଲୀ,୨୪।୧୦: ନିର୍ବାଚନ ପୂର୍ବରୁ ବିଭିନ୍ନ ଗଣମାଧ୍ୟମ ଦ୍ୱାରା କରାଯାଉଥିବା ପ୍ରି-ପୋଲ ସର୍ଭେରେ ଭୁଲ ତଥ୍ୟ ଦିଆଯାଇ ମତଦାତାଙ୍କୁ ପ୍ରଭାବିତ କରାଯାଉଛି। ଏଥିଲାଗି ଏହା ଉପରେ ୬ ମାସ ପାଇଁ ବ୍ୟାନ ଲଗାଯାଉ। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ ଆୟୋଗ(ଇସି)ଙ୍କ ନିକଟରେ ଏଭଳି ଦାବି ଉଠାଇଛି ବହୁଜନ ସମାଜ ପାର୍ଟି (ବିଏସ୍‌ପି)।

ମାୟବତୀଙ୍କ ଦଳ ପକ୍ଷରୁ ଲିଖିତ ଚିଠିରେ କୁହାଯାଇଛି, ଗତ ସେପ୍ଟେମ୍ବରରେ ଏକ ମିଡିଆ ଆଉଟ୍‌ ଲେଟ୍‌ ପକ୍ଷରୁ ପ୍ରକାଶ ପାଇଥିବା ପ୍ରି-ପୋଲ ସର୍ଭେ ଆମକୁ ଚକିତ କରି ଦେଇଥିଲା। ବିଏସ୍‌ପି କର୍ମୀଙ୍କ ମନବଳ ଭାଙ୍ଗିଦେବା ପାଇଁ ଏପରି କରାଯାଇଥିଲା। ଉକ୍ତ ପ୍ରି-ପୋଲ ଦର୍ଶାଯାଇଥିଲା ଯେ, ସରକାରୀ ଦଳକୁ ସର୍ବାଧିକ ଭୋଟ ମିଳିବ। ଏପରି କି ଦଳର ଭୋଟ ପ୍ରତିଶତ ୪୦ରୁ ଅଧିକ ରହିବ, ଯାହାକି ୨୦୧୭ ବିଧାନସଭା ନିର୍ବାଚନରେ ସେହି ଦଳକୁ ମିଳିଥିବା ଭୋଟ ଅଂଶଠାରୁ ଢ଼େର ଅଧିକ। ଏଭଳି ସ୍ପନରର୍ଡ ପ୍ରି ପୋଲ ସର୍ଭେଗୁଡ଼ିକର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଉତ୍ତରପ୍ରଦେଶ ଭୋଟରଙ୍କୁ ଭୁଲ ତଥ୍ୟ ଦେଇ ବିଭ୍ରାନ୍ତ କରିବା। ଏଥିଲାଗି ୨୦୨୨ ବିଧାନସଭା ନିର୍ବାଚନର ୬ ମାସ ପୂର୍ବରୁ ପ୍ରି-ପୋଲ୍‌ ସର୍ଭେ ଉପରେ ବ୍ୟାନ ଲଗାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri