ପୌରାଧ୍ୟକ୍ଷା ପ୍ରାର୍ଥନୀଙ୍କ ମାରାଥନ ପ୍ରଚାର

ସୁନ୍ଦରଗଡ,୧୮।୩(ଡି.ଏନ୍‌.ଏ.): ଆସନ୍ତା ୨୪ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ସୁନ୍ଦରଗଡ଼ରେ ବିଭିନ୍ନ ଦଳୀୟ ଓ ସ୍ବାଧୀନ ପ୍ରାର୍ଥୀମାନେ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି। ପୌରାଧ୍ୟକ୍ଷା ସମେତ ୧୯ଟି ଓ୍ବାର୍ଡ କାଉନ୍‌ସିଲର ପଦବୀ ହାତେଇବା ପାଇଁ ତିନି ପ୍ରମୁଖ ବିଜେଡି, ଭାଜପା କଂଗ୍ରେସ ଦଳ ପକ୍ଷରୁ ଅଙ୍କ କଷା ଚାଲିଥିବା ବେଳେ ସ୍ବାଧୀନ ପ୍ରାର୍ଥୀମାନେ ମଧ୍ୟ ଦଳୀୟ ପ୍ରାର୍ଥୀ ମାନଙ୍କୁ କଡା ଟକ୍କର ଦେଉଛନ୍ତି। ପ୍ରାର୍ଥୀମାନେ ବିଭିନ୍ନ ଓ୍ବାର୍ଡରେ ଘରକୁଘର ବୁଲି ଭୋଟ ଭିକ୍ଷା କରୁଛନ୍ତି। ପ୍ରାର୍ଥୀମାନଙ୍କ ସହ ଦଳୀୟ କର୍ମୀ ଓ ସମର୍ଥକମାନେ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଛନ୍ତି। ଭାଜପା ପୌରାଧ୍ୟକ୍ଷା ପ୍ରାର୍ଥନୀ ତନୟା ମିଶ୍ର ଶୁକ୍ରବାର ଦୋଳ ପୂର୍ଣ୍ଣିମାରେ ଓ୍ବାର୍ଡ ନମ୍ବର ୧ର ରାଣୀବଗିଚା ଅଞ୍ଚଳରେ ଘରକୁ ଘର ବୁଲି ମାରାଥନ ପ୍ରଚାର କରିଛନ୍ତି। ଏଥିସହିତ ତନୟା ଓ୍ବାର୍ଡ ନମ୍ବର ୨ର ଭିତ୍ରିଆପଡ଼ା, ମହାଦେବ ପଡା, ଓ୍ବାର୍ଡ ନମ୍ବର ୮ ଆର୍‌ ଆର୍‌ ଆଇଟି କଲୋନୀ, ଓ୍ବାର୍ଡ ନମ୍ବର ୧୫ର ଡେଙ୍ଗିଭାଡି, ମସଜିଦପଡା,ଫାୟାର ଅଫିସ ଲେନ ଅଞ୍ଚଳରେ ଘରକୁଘର ବୁଲି ପ୍ରଚାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri