ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ ରଇବାରୀ ସିଂ ଏକୁଟିଆ ରହୁଥିବା ବେଳେ ଆଜି ସେ ଘରେ ଥିଲେ, ଅପରାହ୍ନରେ ପଡ଼ୋଶୀ ରଘୁ ହେମ୍ବ୍ରମ ତାଙ୍କ ଘରେ ପଶି ବଳ ପୂର୍ବକ ତାଙ୍କୁ ବଳାତ୍କାର କରିଥିଲେ। ବଳାତ୍କାର କରିବା ପରେ ସେ ପଥରରେ ଛେଚି ହତ୍ୟା କରି ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଘଟଣା ବାବଦରେ ଜାଣିବା ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଉଦଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତକୁ ତ୍ୱରାନ୍ବିତ କରିଛି। ପୋଲିସ ପ୍ରାଥମିକ ତଦନ୍ତରୁ ବୃଦ୍ଧାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଜାଣିବାକୁ ପାଇଛି। ସେପଟେ ଅଭିଯୁକ୍ତ ରଘୁ ହେମ୍ବ୍ରମକୁ ପୋଲିସ ଗିରଫ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସରେ ବଡ଼ ଅଦଳବଦଳ; ୪୩ ଇନ୍ସପେକ୍ଟରଙ୍କ ବଦଳି, ଜାଣନ୍ତୁ କାହାକୁ କେଉଁଠି ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୭ା୬: ଓଡ଼ିଶା ପୋଲିସରେ ଏକ ବଡ଼ ଧରଣର ଅଦଳବଦଳ ଦେଖିବାକୁ ମିଳିଛି। ଆଇନ ଶୃଙ୍ଖଳା ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟଦକ୍ଷତା ବଢ଼ାଇବା…

୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ ସତର୍କତା

ଭୁବନେଶ୍ୱର, ୭ା୬ (ବନ୍ଦନା ସେଠୀ): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ…

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri