ମୟୂରଭଞ୍ଜ ରାଜମାତାଙ୍କ ପରଲୋକ

ବାରିପଦା ଅଫିସ,୧୩ା୭: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ସେ ନେପାଳ ନରେଶ ତ୍ରିଭୁବନଙ୍କ କନ୍ୟା। ୧୯୫୨ ମସିହାରେ ମୟୂରଭଞ୍ଜ ମହାରାଜା ପ୍ରତାପ ଚନ୍ଦ୍ର ଭଞ୍ଜଦେଓଙ୍କ ପୁତ୍ରବଧୂ ସାଜିଥିଲେ। ତାଙ୍କ ସ୍ବାମୀ ଅର୍ଥାତ୍‌ ମହାରାଜା ପ୍ରଦୀପ ଚନ୍ଦ୍ର ଭଞ୍ଜଦେଓଙ୍କ ୨୦୦୦ ମସିହାରେ ପରଲୋକ ଘଟିଥିଲା।
ସୂଚନାଯୋଗ୍ୟ, ରବିବାର ରାଜମାତା ସୁସ୍ଥ ଥିଲେ। ସକାଳେ ଜଳଖିଆ ଖାଇବା ସହ ମଧ୍ୟାହ୍ନଭୋଜନ ମଧ୍ୟ କରିଥିଲେ। ତେବେ ରାତିରେ ଶୋଇଥିବା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଖାଇହେବ କୁକୁଡ଼ା ମାଂସ

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଓୟୁଏଟି କୁକୁଡ଼ା ଫାର୍ମରେ ବାର୍ଡ-ଫ୍ଲୁ ଲାଗିଥିବା ପରିପ୍ରେକ୍ଷୀରେ ଲୋକମାନେ ଆଶଙ୍କା ମଧ୍ୟରେ କୁକୁଡ଼ା ମାଂସ ଓ ଅଣ୍ଡା ଖାଉନାହାନ୍ତି। କିନ୍ତୁ ଏଥିପାଇଁ କୌଣସି...

ପ୍ରତିକୂଳ ପରିସ୍ଥିତିରେ ସତ୍ୟ ସାମ୍ନାକୁ ଆଣିଥାନ୍ତି ଖବରଦାତା

ପୁରୀ ଅଫିସ, ୧୬ା୧୧: ଖବରଦାତାମାନେ ହେଉଛନ୍ତି ସମାଜର ଦର୍ପଣ। ପ୍ରତିକୂଳ ପରିସ୍ଥିତିରେ ଏମାନେ ସତ୍ୟକୁ ସାମ୍ନାକୁ ଆଣିଥାନ୍ତି। ଗଣତାନ୍ତ୍ରିକ ମୂଳଦୁଆକୁ ମଜଭୁତ କରିବାରେ ଖବରଦାତାଙ୍କ ଭୂମିକା...

ଦୁଇ ମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ମାନସଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୨ା୩(ବ୍ୟୁରୋ)- ଦିନକୁ ଦିନ ବିବାଦୀୟ ହେବାରେ ଲାଗିଛି ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଏହି ଘଟଣାରେ ମୃତ ମାନସଙ୍କ ସ୍ତ୍ରୀ ଆଇନ...

ଦର ବୃଦ୍ଧି ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା (କୋଭିନ୍‌-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ୨୧ ଦିନ ଲକ୍‌ଡାଉନ୍‌ କରାଯାଇଛି।...

ଚର୍ଚ୍ଚାରେ ହତ୍ୟାର କାରଣ

ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ୍‌, ୩୧ା୧:ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇ ନାହିଁ। କ୍ରାଇମ୍‌ବ୍ରାଞ୍ଚ ରବିବାରଠାରୁ ପହଞ୍ଚତ୍...

ପୁଣି ଝୁଲିରହିଲା ସୌନ୍ଦର୍ଯ୍ୟକରଣ କାମ

ଯାଜପୁର ଅଫିସ,୧୫ା୧୨: ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ବିକାଶ ଏବଂ ସୌନ୍ଦର୍ଯ୍ୟକରଣ କାମ ପୁଣି ଝୁଲିରହିଛି। ଏନ୍‌ଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ର ସ୍ଥଗିତାଦେଶ ବିରୋଧରେ ପରିବେଶ...

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ବରୀ

ବରଗଡ଼ ଅଫିସ, ୨୮।୯: ବରଗଡ଼ ତଳିପଡ଼ାସ୍ଥିତ ଶ୍ରାଶ୍ରୀ ସମଲେଶ୍ବରୀ ଦେବୀଙ୍କ ମନ୍ଦିରରେ ଶନିବାରଠାରୁ ଶାରଦୀୟ ପୂଜନୋତ୍ସବ ଆରମ୍ଭ ହୋଇଯାଇଛି। ଏହି ଅବସରରେ ମହାଳୟା ତିଥିରେ ମାଁ...

ମାଲକାନଗିରି: ୨୭୧୮ରୁ ୧୧୪ ପ୍ରାର୍ଥିପତ୍ର ନାକଚ

ମାଲକାନଗିରି,୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପରେ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡମେମ୍ବର...

Advertisement
Archives

Model This Week