ଏମ୍‌ବି ଛାତ୍ର ଅଧ୍ୟକ୍ଷ ପ୍ରାର୍ଥୀ: ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

କେସିଙ୍ଗା,୧୮।୩: ପୌର ନିର୍ବାଚନ ପାଇଁ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୩ ପ୍ରମୁଖ ଦଳ ନିଜ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ବିଏ ଛାତ୍ର ସଚିନ ଜୈନ ଭାଜପାରୁ ଅଧ୍ୟକ୍ଷ ପ୍ରାର୍ଥୀ ହୋଇ ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସେ କେସିଙ୍ଗା ସହରରେ ଥିବା ସମସ୍ୟା ଏବଂ ଏହାର ସମାଧାନ ପାଇଁ ଅଣ୍ଟାଭିଡିଥିବା କହି ଲୋକଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ସଚିନ୍‌ଙ୍କ ପାଇଁ ହେଭିଓ୍ବେଟ୍‌ ମଧ୍ୟ ପ୍ରଚାର କରୁଛନ୍ତି।କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡାଙ୍କ ସମେତ ବରିଷ୍ଠ ଭାଜପା ନେତାମାନେ ଘରକୁ ଘର ବୁଲି ନିର୍ବାଚନୀ ପ୍ରଚାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦି ମୁକୁଟରେ ଶୋଭା ପାଇବେ ମା’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ନୂଆ ବଜାର ବ୍ୟବସାୟୀ ସଂଘ ପକ୍ଷରୁ ହୋଇ ଆସୁଥିବା ସାର୍ବଜନୀନ ଦୁର୍ଗା ପୂଜା ଚଳିତବର୍ଷ ୮୭ବର୍ଷରେ ପହଞ୍ଚତ୍ଛି। ଚଳିତବର୍ଷ ସଂଘ...

ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ,...

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ...

୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା

୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି...

ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ନୂଆପଡାକୁ ହରାଇ କୋମନା ଚାମ୍ପିୟନ

କୋମନା,୨୬।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି।...

ପାଞ୍ଚଗଡ଼ ଜଙ୍ଗଲରେ ନିଆଁ

ବୋଲଗଡ଼,୨୪ା୪(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଖୋର୍ଦ୍ଧା ରେଞ୍ଜ୍‌ ବୋଲଗଡ଼ ବନପାଳ ଅଧୀନ ପାଞ୍ଚଗଡ଼ ସଂରକ୍ଷିତ ଜଙ୍ଗଲରେ ରବିବାର ନିଆଁ ଲାଗି ପ୍ରାୟ ଅଢ଼େଇ ଏକର...

ସୂର୍ଯ୍ୟମନ୍ଦିର ବନ୍ଦ, ନିରାଶରେ ଫେରିଲେ ପର୍ଯ୍ୟଟକ

କୋଣାର୍କ,୧୭।୪(ଡି.ଏନ.ଏ): ମହାମାରୀ କରୋନାର ଦ୍ୱିତୀୟ ଲହର ରାଜ୍ୟରେ କାୟା ବିସ୍ତାର କରିିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧୫ ତାରିଖ ପର୍ଯ୍ୟନ୍ତ କୋଣାର୍କ ସୂର୍ଯ୍ୟମନ୍ଦିର...

ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ...

Advertisement
Archives

Model This Week