ଦୁର୍ଘଟଣାରେ ଏମ୍‌ସିଏଲ୍‌ କର୍ମଚାରୀ ମୃତ

ଝାରସୁଗୁଡା ଅଫିସ,୧୦।୪: ଏକ ଗାଡ଼ି ଧକ୍କାରେ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମ୍‌ସିଏଲ୍‌) ଲଜକୁରା କୋଇଲା ଖଣିରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ରବିବାର ମୃତ୍ୟୁ ଘଟିଛି। ସେ ହେଲେ ରତିକାନ୍ତ ସାହୁ(୫୮)। ସେ ଲଜକୁରା କୋଇଲା ଖଣିରେ ଇଲେକ୍ଟ୍ରିକାଲ ସେକ୍ସନରେ କାମ କରୁଥିଲେ ।

ଖବରପାଇ ପୋଲିସ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ମୃତ କର୍ମଚାରୀଙ୍କ ଜ୍ବାଇଁ ସୁଭ ନାରାୟଣ ସାହୁଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରଜରାଜନଗର ଥାନା ପୋଲିସ ଏକ ମାମଲା(ନଂ.୯୮/୨୨) ରୁଜୁ କରିଛି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇଥିବା ଗାଡ଼ି ଫେରାର ହୋଇଯାଇଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ଅନ୍ୟପକ୍ଷେ ଏମ୍‌ସିଏଲରେ କାର୍ଯ୍ୟରତ ଶ୍ରମିକ ସଂଗଠନ ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଉପଯୁକ୍ତ କ୍ଷତିପୂରଣ ଯୋଗାଇଦେବାକୁ ଦାବି କରିଥିଲେ। ଏନେଇ କମ୍ପାନୀ କର୍ତ୍ତୃପକ୍ଷ ଓ ଶ୍ରମିକ ସଂଗଠନର ନେତୃବୃନ୍ଦଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। କମ୍ପାନୀ କର୍ତ୍ତୃପକ୍ଷଙ୍କ ଲିଖିତ ପ୍ରତିଶ୍ରୁତି ପରେ ଦୁର୍ଘଟଣାସ୍ଥଳରୁ କର୍ମଚାରୀଙ୍କ ମୃତଦେହ ଉଠିଥିଲା। ମୃତ କର୍ମଚାରୀଙ୍କ ଏକ ମାତ୍ର ପୁଅ ପଞ୍ଚାବରେ ପଢୁଛନ୍ତି। ବାପାଙ୍କ ମୃତ ଖବର ପାଇ ସୋମବାର ସେ ଝାରସୁଗୁଡାରେ ପହଞ୍ଚିବେ । ପୁଅ ଆସିବା ପର୍ଯ୍ୟନ୍ତ ମୃତଦେହ କମ୍ପାନୀର ସେଣ୍ଟ୍ରାଲ ହସ୍ପିଟାଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri