Posted inଜାତୀୟ

ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୪।୨: ମେୟର ତଥା ଡେପୁଟି ମେୟର ନିର୍ବାଚନରେ ଜିତିବା ପରେ ଷ୍ଟାଣ୍ଡିଂ କମିଟିରେ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ସଂଘର୍ଷ କରୁଥିବା ଆମ ଆଦମୀ ପାର୍ଟିକୁ ଝଟ୍‌କା ଲାଗିଛି। ସ୍ଥାୟୀ କମିଟି ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ଜଣେ କାଉନସିଲର ଶୁକ୍ରବାର ସକାଳେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।
ବାୱାନା ୱାର୍ଡରୁ ଏଏପି ଟିକେଟରେ ନିର୍ବାଚନରେ ଜିତିଥିବା କାଉନସିଲର ପୱନ ଶେରାୱତ ଆଜି ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ଯୋଗଦେବା ପରେ ଏଏପି ଦୁର୍ନୀତିରେ ଲିପ୍ତ ଥିବା ପଓ୍ବନ ଅଭିଯୋଗ କରିଛନ୍ତି।
ଆଜି ସକାଳ ୧୦ଟାରୁ ସିଭିକ ସେଣ୍ଟରରେ ଷ୍ଟାଣ୍ଡିଂ କମିଟି ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ପ୍ରତ୍ୟେକ ଏଏପି ଏବଂ ଭାଜପା ପାଇଁ ପ୍ରତ୍ୟେକ ଭୋଟ ମୂଲ୍ୟବାନ, ତେଣୁ ଗୋଟିଏ ଦଳରୁ ଅନ୍ୟ ଦଳକୁ ଏକ କର୍ପୋରେଟରଙ୍କ ଯୋଗଦାନ ନିଶ୍ଚିତ ଭାବେ ଏକ ବଡ଼ ଝଟ୍‌କା।


Enter your email to get our daily news in your inbox.

All Right Reserved By Dharitri.Com

ସେନାକୁ ଅସ୍ତ୍ର ବ୍ୟବହାର ସ୍ବାଧୀନତା

ନୂଆଦିଲ୍ଲୀ,୨୨ା୬(ପି.ଟି./ଆଇଏଏନ୍‌ଏସ୍‌) : ସମୟ ସହ ତାଳ ଦେଇ ପରିବର୍ତ୍ତିତ ପରିସ୍ଥିତିରେ ଆଭିମୁଖ୍ୟ ବଦଳାଇଛି ଭାରତ। ଗଲଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ସଂଘର୍ଷରେ ୨୦ ଭାରତୀୟ...

ବିମାନରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇଲା ଏଚଏଏଲ…

ବେଙ୍ଗାଲୁରୁ,୧୪।୨ : ମଙ୍ଗଳବାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ବେଙ୍ଗାଲୁରୁର ଏରୋ ଇଣ୍ଡିଆ ୨୦୨୩ ରେ ପ୍ରଦର୍ଶିତ ହୋଇଥିବା ‘ହିନ୍ଦୁସ୍ତାନ ଲିଡ ଇନ ଫାଇଟର୍‌ ଟ୍ରେନର (ଏଚଏଲଏଫଟି)...

ଟୁଇଟରରେ ଛାଇଲେ ମୋଦି: ବିଶ୍ୱର ଟପ୍‌ ୨ ଟ୍ରେଣ୍ଡିଂ ଟପିକ୍‌ରେ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ,୧୭।୯: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୬୯ତମ ଜନ୍ମଦିନ ମଙ୍ଗଳବାର ପାଳନ କରୁଛନ୍ତି। ମୋଦିଙ୍କ ଜନ୍ମଦିନ ଅବସରରେ ନେତା ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି...

ଚାଲର୍‌ସଙ୍କ ରାଜାଭିଷେକ ଆଜି

ବ୍ରିଟେନ/ନୂଆଦିଲ୍ଲୀ,୧୦ା୯: ବ୍ରିଟେନର ଦିବଙ୍ଗତ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରେ ତାଙ୍କ ବଡ଼ପୁଅ ପ୍ରିନ୍ସ ଚାଲ୍ସଙ୍କୁ ଦେଶର ନୂଆ ରାଜା ଘୋଷଣା କରାଯାଇଛି। ଏଥିସହ ସେ କିଙ୍ଗ୍‌...

ମୋଦିଙ୍କୁ ଭାଇ ସମ୍ବୋଧନ କରି ରାକ୍ଷୀ ପଠାଇଲେ ମୁସଲମାନ ମହିଳା: ରାଗିଲେ ମୌଲାନା

ନୂଆଦିଲ୍ଲୀ,୧୧।୮: ତିନ୍‌ ତଲାକକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଯେଉଁ ନିଷ୍ପତ୍ତି ନେଲେ ସେଥିରେ ଉତ୍ସାହିତ ହୋଇ ବାରଣାସୀର ମୁସଲମାନ ମହିଳାମାନେ ମୋଦିଙ୍କ ନିକଟକୁ...

ବିଏସ୍‌ଏଫ୍‌ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…

ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍‌ଏଫ୍‌ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’...

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍‌ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ...

କର୍ମଚାରୀଙ୍କ ଝିଅର ଚିକିତ୍ସା ପାଇଁ କମ୍ପାନୀ ଦେଲା ୧୬ କୋଟି ଟଙ୍କା

ରାୟପୁର,୨୨।୧୧: ଛତିଶଗଡ କୋରବା ଜିଲାରେ ଥିବା ସାଉଥ ଇଷ୍ଟର୍ନ କୋଲଫିଲ୍ଡସ ଲିମିଟେଡ(ଏସ୍‌ଇସିଏଲ୍‌) ନିଜର ଜଣେ କର୍ମଚାରୀଙ୍କ ଝିଅର ଚିକିତ୍ସା ପାଇଁ ୧୬ କୋଟି ରାଶି ପ୍ରଦାନ...

Advertisement
Archives

Model This Week