Posted inଜାତୀୟ

ମେୟର ନିର୍ବାଚନ ପରେ ଷ୍ଟାଣ୍ଡିଂ କମିଟିକୁ ନେଇ ଏଏପି-ଭାଜପା ମଧ୍ୟରେ ଗଣ୍ଡଗୋଳ, ପରସ୍ପର ଉପରକୁ ଫିଙ୍ଗିଲେ କାଗଜ

ନୂଆଦିଲ୍ଲୀ,୨୩ ।୨: ଦିଲ୍ଲୀ ନଗର ନିଗମର ନିର୍ବାଚନ ଗତବର୍ଷ ଡିସେମ୍ବରରେ ହୋଇଥିଲା । ସେବେଠାରୁ ଏଠାକାର ମେୟର ନିର୍ବାଚନ ବାକିଥିଲା । ବୁଧବାର ଦିଲ୍ଲୀର ମେୟର ଭାବେ ଆମ ଆଦମୀ ପାର୍ଟି(ଏଏପି)ର ପ୍ରାର୍ଥୀ ଶୈଲି ଓବରୟଙ୍କୁ ନିର୍ବାଚିତ କରାଗଲା ।
ଆମ ଆଦମୀ ପାର୍ଟି(ଏଏପି)ର ଶୈଲି ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥୀ ରେଖା ଗୁପ୍ତାଙ୍କୁ ୩୪ଟି ଭୋଟରେ ହରାଇଦେବା ପରେ ଏଏପିରେ ଉତ୍ସବର ମାହୋଲ ଆସିଗଲା । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏହାକୁ ନେଇ ପ୍ରତିକ୍ରିୟା ଦେଇ କହିଲେ ଗୁଣ୍ଡା ହାରିଗଲେ । ଏହାପରେ ଡେପୁଟି ମେର ଭାବେ ଏଏପିର ଆଲେ ମୋହମ୍ମଦଙ୍କୁ ନିର୍ବଚିତ କରାଗଲା ।
ଏହାପରେ ଷ୍ଟାଣ୍ଡିଂ କମିଟିର ୬ ସଦସ୍ୟଙ୍କ ନିର୍ବାଚନକୁ ନେଇ ହଙ୍ଗାମା ଆରମ୍ଭହୋଇଗଲା । ଏହା ରାତି ପ୍ରାୟ ୧୨ଟା ପର୍ଯ୍ୟନ୍ତ ଜାରି ରହିଥିଲା । ଏଏପି ଓ ଭାଜପାର ସଦସ୍ୟମାନେ ପରସ୍ପର ଉପରକୁ କାଜଗ ଫିଙ୍ଗିବା ଆରମ୍ଭ କରି ଦେଇଥିଲେ । ଶୈଲି ଓବରୟ ଟୁଇଟ କରି ଅଭିଯୋଗ କଲେ କି ଭାଜପାର ପ୍ରତିନିଧି ମାନେ ତାଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri