Posted inଜାତୀୟ

ଏମସିଡି ନିର୍ବାଚନ ଲାଗି ଏଏପିର ମହାଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୮ ।୧୧: ଆସନ୍ତା ମାସରେ ହେବାକୁ ଥିବା ଏମସିଡି ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଏଏପି) ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଗଲାଣି । ଦଳ ଏଥର ଗ୍ରାଉଣ୍ଡ ଲେବଲର ଗିତବିଧିକୁ ନେଇ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହୋଇଛି । ଫଳରେ ଅଧିକରୁ ଅଧିକ ଭୋଟରଙ୍କ ସହ ଦଳ ଯୋଡି ହୋଇପାରିବ । ଏହାରି ଭିତରେ ଏଏପି ପକ୍ଷରୁ ଘୋଷଣା କରାଯାଇଥିବା ସମସ୍ତ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ୧୦ ଗ୍ୟାରେଣ୍ଟିକୁ ଘର ଘର ପହଞ୍ଚାଇବାକୁ ଗୁରୁବାର ଠାରୁ ଅଭିଯାନ ଆରମ୍ଭ କରିଛନ୍ତି । ଗୁରୁବାର ଏଏପି ସମସ୍ତ ୨୫୦ ୱାର୍ଡରେ ଦଳୀୟ କାର୍ଯ୍ୟାଳୟର ଉଦଘାଟନ କରିଛି । ଏହାସହ ସମସ୍ତ ୨୫୦ ୱାର୍ଡରୁ ଦଳର ପଦଯାତ୍ରା ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri