ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା ଉତ୍ପାଦନକାରୀ କମ୍ପାନୀ ହୋଇପାରିଛି। ଗତ ୧୨ ତାରିଖ ସୁଦ୍ଧା କମ୍ପାନୀ ଶୁଖିଲା ଇନ୍ଧନର ୭.୬୨ ଲକ୍ଷ ଟନ୍‌ ଉତ୍ପାଦନ କରିଛି, ଯାହା ଗତ ଆର୍ଥିକ ବର୍ଷଠାରୁ ପ୍ରାୟ ୧୬% ଅଭିବୃଦ୍ଧି ସହିତ ଚଳିତ ଆର୍ଥିକ ବର୍ଷରେ ୧୫୭.୭ ମିଲିୟନ ଟନ୍‌ରେ ପହଞ୍ଚିଛି। ଏହି ସଫଳତା ପାଇଁ କମ୍ପାନୀ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଓ.ପି. ସିଂ ସମସ୍ତ ଅଧିକାରୀ, କର୍ମଚାରୀ, ଚୁକ୍ତିଭିତ୍ତିକ କମ୍ପାନୀ କର୍ମଚାରୀ ଏବଂ ଅନ୍ୟ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶକୁ ଶକ୍ତି ସୁରକ୍ଷା ସୁନିଶ୍ଚିତ କରିବାରେ ଏମ୍‌ସିଏଲ୍‌କୁ ଏକ ବଡ଼ ଭୂମିକା ଗ୍ରହଣ କରିବାକୁ ପଡିବ ବୋଲି ସିଏମ୍‌ଡି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ...

ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ: ବଦଳିଲେ ୨୧ ବିଡିଓ, ଉପଜିଲାପାଳ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳ ବଦଳ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଏ ନେଇ ଶନିବାର...

ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ନିର୍ମାଣ ହୋଇଛି ଛାତ୍ରାବାସ: ଅଧିକାରୀଙ୍କ ଅବହେଳାରୁ କାର୍ଯ୍ୟକ୍ଷମ ହୋଇପାରୁନି

ନୂଆଗାଁ,୧୦ା୭ (ଡି.ଏନ.ଏ.): ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ...

ବସ୍‌ ଧକ୍କାରେ ଗୋରୁ ମୃତ, ଆଇଟିଆଇ ଛାତ୍ର ଆହତ, ଉତ୍ୟକ୍ତ ଛାତ୍ରଙ୍କ ରାସ୍ତାରୋକୋ

ହିଞ୍ଜିଳିକାଟୁ, ୨୮।୧୦(ଡି.ଏନ୍‌.ଏ)-ପୋଚିଲିମା ଛକ ନିକଟ ଜାତୀୟ ରାଜପଥରେ ସୋମବାର ସନ୍ଧ୍ୟାରେ ଏକ ବସ୍‌ ଧକ୍କା ଦେବାରୁ ଗୋଟିଏ ଗୋରୁର ମୃତ୍ୟୁ ଘଟିଥିବା ବେଳେ ଜଣେ ଆଇଟିଆଇ...

ବିଞ୍ଝାରପୁର ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପ୍ରୀତିପୁର, ୧୮ା୬(ସୁଶାନ୍ତ ବେହୁରିଆ) ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ଅଞ୍ଚଳବାସୀ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡିଛି। ଏହି...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ...

ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା

ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ...

ବିବାଦ ପରେ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀଙ୍କ ଅଡିଓ ରେକର୍ଡିଂ

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲାକୁ ଯିବା, ସାଧାରଣ ସଭା କରିବା, ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା...

Advertisement
Archives

Model This Week