ଉତ୍ପାଦନରେ ଏମ୍‌ସିଏଲ୍‌ର ନୂଆ ରେକର୍ଡ

ତାଳଚେର, ୨୭ା୧୦ (ନି.ପ୍ର.): କୋଇଲା ଉତ୍ପାଦନରେ ନୂଆ ରେକର୍ଡ ହାସଲ କରିଛି ଟିମ୍‌ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମ୍‌ସିଏଲ୍‌)। ୨୦୨୨-୨୩ ଆର୍ଥିକ ବର୍ଷରେ ୧୦୦ ମିଲିୟନ ଟନ୍‌ କୋଇଲା ଉତ୍ପାଦନ ଲକ୍ଷ୍ୟକୁ ଏମ୍‌ସିଏଲ୍‌ ଅକ୍ଟୋବର ୨୫ ତାରିଖ ସୁଦ୍ଧା ହାସଲ କରିପାରିଛି। ଫଳରେ ଗତ ୨୦୨୧-୨୨ ଆର୍ଥିକ ବର୍ଷ ତୁଳନାରେ କୋଇଲା ଉତ୍ପାଦନରେ ୨୨% ପ୍ରତିଶତ ବୃଦ୍ଧି ହେବା ସହ ୧ ମାସ ୬ ଦିନ ପୂର୍ବରୁ ୧୦୦ ମିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟକୁ ଏମ୍‌ସିଏଲ୍‌ ଅତିକ୍ରମ କରି ନୂଆ ରେକର୍ଡ ସ୍ଥାପନ କରିଛି। ସୂଚନାଯୋଗ୍ୟ, ୨୦୨୨ ଅକ୍ଟୋବର ୧୨ରେ ଅର୍ଥାତ୍‌ ୬ ମାସ ୧୨ ଦିନରେ ହିଁ ଏମ୍‌ସିଏଲ୍‌ ୧୦୦ ମିଲିୟନ ଟନ୍‌ କୋଇଲା ପ୍ରେରଣ କରି ନୂଆ ଉପଲବ୍ଧି ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri