Posted inଖେଳ

ଜାହିର, ଇଶାନ୍ତଙ୍କୁ ପଛରେ ପକାଇଲେ

ସେଞ୍ଚୁରିଆନ,୨୮।୧୨: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ପାଳିରେ ୫ ଉଇକେଟ ନେଇଛନ୍ତି ଭାରତୀୟ ପେସର ମହମ୍ମଦ ଶାମି। ଏଥିସହ ସେ ଟେଷ୍ଟ କ୍ରିକେଟ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ଛୁଇଁବାରେ ସେ ୫ମ ଭାରତୀୟ ପେସର। କ୍ୟାରିୟରର ୫୫ତମ ଟେଷ୍ଟରେ ୩୧ ବର୍ଷୀୟ ଶାମି ଏହି ସଫଳତା ପାଇଛନ୍ତି।

କମ୍‌ ମ୍ୟାଚ୍‌ ଖେଳି ୨୦୦ ଉଇକେଟ ହାତେଇବାରେ ସେ ପୂର୍ବତନ ପେସର ଜାହିର ଖାନ ଓ ଭେଟେରାନ ପେସର ଇଶାନ୍ତ ଶର୍ମାଙ୍କୁ ପଛରେ ପକାଇଛନ୍ତି। ଏହି ଦୁଇ ପେସର କ୍ୟାରିୟରର ୬୩ ତମ ଟେଷ୍ଟରେ ୨୦୦ ଉଇକେଟ ପୂରଣ କରିଥିଲେ। ତେବେ ଭାରତୀୟ ପେସରଙ୍କ ମଧ୍ୟରେ ଖୁବ୍‌ କମ୍‌ ମ୍ୟାଚ୍‌ ଖେଳି ୨୦୦ ଟେଷ୍ଟ ହାତେଇବାର ରେକର୍ଡ ଏବେ ବି ପୂର୍ବତନ ଅଧିନାୟକ କପିଳ ଦେବଙ୍କ ନାମରେ ରହିଛି। ସେ ମାତ୍ର ୫୦ ମ୍ୟାଚ୍‌ରେ ଏହି ସଫଳତା ପାଇଥିଲେ। ଏହି ତାଲିକାରେ ତାଙ୍କ ପଛକୁ ପୂର୍ବତନ ପେସର ଜାଭାଗଲ ଶ୍ରୀକାନ୍ତ (୫୪) ଦ୍ୱିତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri