ରାମମନ୍ଦିର ଲାଗି ଏମ୍‌ଡିଏଚ୍‌ ଦେଲା ୧ କୋଟି

ନୂଆଦିଲ୍ଲୀ,୧୮ା୩: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣରେ ଏମ୍‌ଡିଏଚ୍‌ ପ୍ରାଇଭେଟ ଲିମିଟେଡ୍‌ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଛି। କମ୍ପାନୀର ଅଧ୍ୟକ୍ଷ ରାଜୀବ ଗୁଲାଟି ଉପସ୍ଥିତ ରହି ଏହି ରାଶି ପ୍ରଦାନ କରିଥିଲେ। ଏହି ଅବସରରେ ସେ କହିଛନ୍ତି, ମୋ ବାପା ଧର୍ମପାଲ ଜୀ ଧାର୍ମିକ କାର୍ଯ୍ୟ ଦିଗରେ ମନୋନିବେଶ କରିଥିଲେ। ତାଙ୍କରି ଇଚ୍ଛାକୁ ସମ୍ମାନ ଜଣାଇ କମ୍ପାନୀ ସହାୟତା ରାଶି ଦେଇଛି। ପଶ୍ଚିମ ଦିଲ୍ଲୀ ଲୋକସଭା କ୍ଷେତ୍ରରେ ସମସ୍ତେ ମିଳିତ ହୋଇ ୧୩ କୋଟି ଟଙ୍କା ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଆର୍‌ଏସ୍‌ଏସ୍‌ ଦିଲ୍ଲୀର ସଂଘ ପରିଚାଳକ କୁଳଭୂଷଣ ଆହୁଜା ଏବଂ ସାଂସଦ ପ୍ରବେଶ ବର୍ମା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri