ବିବାହର ୩୩ ବର୍ଷ ପରେ ମକ୍କା ଯାଇ ଧର୍ମ ବଦଳାଇଲେ ଗୌରୀ ଖାନ୍‌? ଫଟୋ ଭାଇରାଲ ପରେ…

ମୁମ୍ବାଇ: ବି-ଟାଉନ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ କିଙ୍ଗ ଖାନ୍‌ ଶାହାରୁଖ ଖାନ୍‌ ଏବଂ ଗୌରୀ ଖାନ୍‌ ଅନ୍ୟତମ। ଆଜି ବି ଅନେକଙ୍କ ପାଇଁ ତାଙ୍କ ପ୍ରେମ ଉଦାହରଣ ପାଲଟିଛି। କାରଣ ଭିନ୍ନ ଧର୍ମର ହୋଇଥିଲେ ହେଁ ଦୁହେଁ ପରସ୍ପରକୁ ଜୀବନସାଥୀ ରୂପେ ବାଛିଥିଲେ। ୧୯୯୧ ଅକ୍ଟୋବର ୨୧ରେ ତାଙ୍କର ବିବାହ ହୋଇଥିଲା। ଏବେ ଏହି ସମ୍ପର୍କକୁ ୩୩ ବର୍ଷ ବିତି ସାରିଛି। ଗୌରୀଙ୍କ ପରିବାର ଶାହାରୁଖଙ୍କ ଧର୍ମକୁ ନେଇ ବିବାହ ଲାଗି ଅରାଜି ଥିଲେ। ହେଲେ ଦୁହେଁ ସମସ୍ତଙ୍କୁ ରାଜି କରାଇଥିଲେ। ବିବାହ ପରେ ଗୌରୀ ନିଜ ଧର୍ମ ପରିବର୍ତ୍ତନ କରି ଇସଲାମ୍‌ ଧର୍ମ ଗ୍ରହଣ କରିନେବେ ବୋଲି କୁହାଯାଉଥିଲା। ହେଲେ ସେଭଳି ହୋଇ ନ ଥିଲା। ଶାହାରୁଖ ମଧ୍ୟ ତାଙ୍କ ଉପରେ କୌଣସି ଚାପ ପକାଇ ନ ଥିଲେ। ଏମିତିରେ ଏବେ ଚର୍ଚ୍ଚା ହେଉଛି ଯେ ଗୌରୀ ୩୩ ବର୍ଷ ପରେ ମକ୍କା ଯାଇ ନିଜର ଧର୍ମ ବଦଳାଇଛନ୍ତି। ତାଙ୍କ ଫଟୋ ମଧ୍ୟ ଭାଇରାଲ ହେଉଛି। ଆସନ୍ତୁ ଜାଣିବା ସେହି ଫଟୋ ପଛର ସତ।

 

View this post on Instagram

 

A post shared by Abdul Wajeed (@wtv_news_media)

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରେ ଶାହାରୁଖ, ଗୌରୀଙ୍କ ସହ ପୁଅ ଆର୍ୟନ ନଜର ଆସୁଛନ୍ତି। ଏମିତିରେ ଗୌରୀଙ୍କ ଉମରାହ୍‌ ଲୁକ୍‌କୁ ବେଶ ପସନ୍ଦ କରାଯାଉଛି। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଗୌରୀଙ୍କ ଧର୍ମକୁ ନେଇ ଆଲୋଚନା ବଢ଼ିଛି। ହେଲେ କହି ରଖୁଛୁ ଯେ ଏହି ଫଟୋଗୁଡ଼ିକ AI ଦ୍ୱାରା ଏଡିଟ୍‌ କରାଯାଇଛି। ଏଭଳି କରି କଳାକାରଙ୍କ ବିରୋଧରେ ଗୁଜବ ସୃଷ୍ଟି କରାଯାଉଛି।

 

View this post on Instagram

 

A post shared by Abdul Wajeed (@wtv_news_media)

କହିରଖୁଛୁ, ଶାହାରୁଖ-ଗୌରୀଙ୍କ ପୂର୍ବରୁ ଅନେକ ସେଲିବ୍ରିଟି AIର ଶିକାର ହୋଇଛନ୍ତି। ଆଲିଆ ଭଟ୍ଟ, କଟ୍ରିନା କୈଫଙ୍କ ଭଳି ଷ୍ଟାର୍‌ଙ୍କ ଡିପ୍‌ଫେକ୍‌ ଭିଡିଓ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri