Posted inଜାତୀୟ

ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି: ଜରୁରିକାଳୀନ ଅବତରଣ କଲା ଇଣ୍ଡିଗୋ ବିିମାନ

ଭୋପାଳ,୧୭।୧: ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଇଣ୍ଡିଗୋର ଏକ ଯାତ୍ରୀବାହୀ ବିମାନକୁ ରବିବାର ମଧ୍ୟପ୍ରଦେଶର ଭୋପାଳ ବନ୍ଦରରେ ଜରୁରିକାଳୀନ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ୧୭୨ ଯାତ୍ରୀ ସୁରକ୍ଷିତ ରହିଥିବା ବିମାନ ବନ୍ଦର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଉଛି। ବିମାନଟି ସୁରଟରୁ କୋଲକାତା ଅଭିମୁଖେ ଯାତ୍ରା କରୁଥିଲା। ତେବେ ତ୍ରୁଟି ସମ୍ପର୍କରେ ଜଣା ପଡ଼ିବାରୁ ଏହାକୁ ତୁରନ୍ତ ଅବତରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଦେଶର ୩ ସ୍ଥାନରେ କରିଛି ଜବର ଦଖଲ, ସତ କୁହନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୬।୬: ଚାଇନା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ରାହୁଲ ସୋସିଆଲ ମିଡିଆରେ ଏକ ଭିଡିଓ...

ମୋଦିଙ୍କ ଟୁଇଟ୍‌ର ଉତ୍ତର ଦେଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ । କିଛି...

ୟୁକ୍ରେନ ପ୍ରସଙ୍ଗରେ ବିବୃତି ରଖିବେ ଜୟଶଙ୍କର

ନୂଆଦିଲ୍ଲୀ,୧୪।୩: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଆରମ୍ଭ ହୋଇଯାଇଛି। ବୈଦେଶିକ ମନ୍ତ୍ରୀ ଡା. ଏସ୍‌ ଜୟଶଙ୍କର ମଙ୍ଗଳବାର ଲୋକସଭା ଓ ରାଜ୍ୟସଭାରେ ୟୁକ୍ରେନ...

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର...

ମ୍ୟାଜିକ୍‌ ନମ୍ବର ଛୁଇଁ ଆଗକୁ ବଢ଼ିଲା ଏଏପି

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୭୦ଟି ବିଧାନସଭା ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ୫୬ ଆସନରେ ଆଗେଇଛି। ସେହିପରି...

ପିଏଚ୍‌ଡି କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୨।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଆଜିକାଲି ଆମେରିକାରେ ତାଙ୍କର ପିଏଚଡି ଥେସିସ୍‌ ଲେଖୁଛନ୍ତି। ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହେବାର ପ୍ରାୟ...

ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୧।୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ...

ସକ୍ରିୟ ମାମଲା କମିଲା…

ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

Advertisement
Archives

Model This Week