Posted inଜାତୀୟ

୧,୦୮୨ ପୋଲିସଙ୍କୁ ପଦକ…

ନୂଆଦିଲ୍ଲୀ, ୧୪।୮ : ସ୍ବାଧୀନତା ଦିବସ ଅବସରରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ) ଏବଂ ରାଜ୍ୟ ପୋଲିସର ୧,୦୮୨ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ସେମାନଙ୍କୁ ଗ୍ୟାଲେଣ୍ଟ୍ରି ସମେତ ବିଭିନ୍ନ ବର୍ଗର ସେବା ପଦକ ପ୍ରଦାନ କରାଯିବ।

ରବିବାର ଏକ ସରକାରୀ ବିବୃତ୍ତିରେ କୁହାଯାଇଛି ଯେ ଗାଲାଣ୍ଟ୍ରି ପାଇଁ ୩୪୭ ପୋଲିସ ପଦକ, ବିଶିଷ୍ଟ ସେବା ପାଇଁ ୮୭ ରାଷ୍ଟ୍ରପତିଙ୍କ ପୋଲିସ ପଦକ ଏବଂ ସମ୍ମାନଜନକ ସେବା ପାଇଁ ୬୪୮ ପୋଲିସ ପଦକ ପ୍ରଦାନ କରାଯିବ।

କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି ଯେ ଗ୍ୟାଲେଣ୍ଟ୍ରି ପାଇଁ ୩୪୭ ପଦକ ପାଇଁ ବିବେଚିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରୁ ୨୦୪ ଜଣ ଜମ୍ମୁ-କଶ୍ମୀରର ଅଛନ୍ତି। ସେହିପରି ୮୦ ଜଣ ପୋଲିସ କର୍ମଚାରୀ ଉଗ୍ରବାଦ କିମ୍ବା ମାଓବାଦୀ ହିଂସାରେ ବୀରତା ପ୍ରଦର୍ଶନ କରିଥିଲେ। ଉତ୍ତର-ପୂର୍ବାଞ୍ଚଳରେ ୧୪ ଜଣ ପୋଲିସ କର୍ମଚାରୀଙ୍କୁ ବୀରତା ପାଇଁ ପୁରସ୍କୃତ କରାଯାଇଛି।

ଏଥର ସର୍ବାଧିକ ୧୦୯ ଗ୍ୟାଲେଣ୍ଟ୍ରି ପଦକ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ୍‌) କୁ ପ୍ରଦାନ କରାଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କହିଛି। ଏହା ପରେ ଜମ୍ମୁ-କଶ୍ମୀର ପୋଲିସକୁ ୧୦୮ ପଦକ, ସୀମା ସୁରକ୍ଷା ବଳ (ବିଏସଏଫ)କୁ ୧୯ ଏବଂ ଭାରତ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) ଏବଂ ସଶସ୍ତ୍ର ସୀମା ବଳ (ଏସଏସବି) ପ୍ରତ୍ୟେକଙ୍କୁ ୬ଟି ପଦକ ପ୍ରଦାନ କରାଯାଇଛି। ରାଜ୍ୟ ପୋଲିସ ଫୋର୍ସ ମଧ୍ୟରୁ ୪୨ ଟି ଗ୍ୟାଲେଣ୍ଟ୍ରି ପଦକ ମହାରାଷ୍ଟ୍ରକୁ ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri