Posted inଖେଳ

ପ୍ରଥମ ଦିନରେ ଜୟନ୍ତୀ, ପଙ୍କଜ, ମଙ୍ଗତଙ୍କୁ ପଦକ

ଭୁବନେଶ୍ୱର,୧୧ା୧୨ (ସରୋଜ ଜେନା): ନୂଆଦିଲ୍ଲୀରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଓଡ଼ିଶାକୁ ସଫଳତା। ପ୍ରଥମ ଦିନରେ ଜୟନ୍ତୀ ବେହେରା, ପଙ୍କଜ ଭୁଏ ଓ ମଙ୍ଗତ ହେମରାମ ପଦକ ବିଜୟୀ ହୋଇଛନ୍ତି। ମହିଳା ୧୦୦ ମିଟର ଦୌଡର ଟି-୪୭ ବର୍ଗରେ ଜୟନ୍ତୀ ସ୍ବର୍ଣ୍ଣ, ପୁରୁଷ ଟି -୧୩ ବର୍ଗରେ ପଙ୍କଜ ସ୍ବର୍ଣ୍ଣ ଓ ମଙ୍ଗତ ବ୍ରୋଞ୍ଜ ଜିତିଛନ୍ତି।
ପଙ୍କଜ ୧୨.୪୧ ସେକେଣ୍ଡ ଟାଇମିଂ ସହିତ ସ୍ବର୍ଣ୍ଣ ହାସଲ କରିଥିବା ବେଳେ ମଙ୍ଗତ ମାତ୍ର ୦.୧ ସେକେଣ୍ଡର ଫରକରେ ରୌପ୍ୟରୁ ବଞ୍ଚିତ ହୋଇଥିଲେ। ଅବ୍ନିଲ୍‌ କୁମାର ୧୨.୬୩ ସେକେଣ୍ଡର ଟାଇମିଂ ସହିତ ରୌପ୍ୟ ପାଇଥିଲେ। ଟି-୪୭ ବର୍ଗରେ ଜୟନ୍ତୀ ୧୩.୪୦ ସେକେଣ୍ଡର ଟାଇମିଂ ସହ ସ୍ବର୍ଣ୍ଣ ହାସଲ କରିଥିଲେ। ନିଜ ରାଜ୍ୟର ପ୍ରତିନିଧିତ୍ୱ କରି ସ୍ବର୍ଣ୍ଣ ହାସଲ କରିବା ମୋ ପାଇଁ ଅତ୍ୟନ୍ତ ଗୌରବର ବିଷୟ ବୋଲି କହିଛନ୍ତି ଜୟନ୍ତୀ। ଖେଲୋ ଇଣ୍ଡିଆ ପାରା ଗେମ୍ସର ପ୍ରଥମ ସଂସ୍କରଣରେ ଆମ ଆଥଲେଟ ମାନେ ପଦକ ହାସଲ କରିବା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ କ୍ରୀଡା ସଚିବ ଆର. ଭିନିଲ କ୍ରିଷ୍ଣା।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦…

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ,…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ସ୍ପିନରଙ୍କ ବଲ୍‌ରେ ଗୋଟିଏ ହାତରେ ମାରିଲେ ଛକା, IPLରେ ଏହି ମହାରେକର୍ଡ ଭାଙ୍ଗିଲେ…

ବେଙ୍ଗାଲୁରୁ,୨୪।୪: ଗୁଜରାଟ ଟାଇଟନ୍ସର ବାମହାତୀ ବ୍ୟାଟର ସାଇ ସୁଦର୍ଶନ ପୂର୍ବ କିଛି ମ୍ୟାଚ୍‌ରେ ଫ୍ଲପ ହେବା ପରେ ଆଜି ବେଙ୍ଗାଲୁରୁ ବିପକ୍ଷରେ ରୌଦ୍ର ରୂପ ଧାରଣ କରିଥିଲେ।…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri