ସରକାରୀ କାର୍ଯ୍ୟକ୍ରମରେ ଗଣମାଧ୍ୟମ ଅଲୋଡା: ତେଜିଲା ଅସନ୍ତୋଷ

କେସିଙ୍ଗା,୧୬।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଳକରେ ବିଭିନ୍ନ ସମୟ ବିଭିନ୍ନ ବିଭାଗ ପକ୍ଷରୁ ଅନେକ ଉନ୍ନୟନ କାର୍ଯ୍ୟକ୍ରମ କରାଯାଉଛି। କିନ୍ତୁ ଏହିସବୁ କାର୍ଯ୍ୟକ୍ରମକୁ ସମ୍ପୃକ୍ତ ବିଭାଗ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧଙ୍କୁ ଡକାଯାଉନାହିଁ। କେସିଙ୍ଗା ବ୍ଲକର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ଭାବେ ନିର୍ମାଣ ହୋଇଥିବା ନୂତନ ଶ୍ରେଣୀ ଗୃହର ଉଦଘାଟନ ହୋଇଥିଲା।
ସ୍ବାଧୀନତା ଦିବସରେ ରାଜ୍ୟ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ, କଳାହାଣ୍ଡି ଏମ୍‌ପି ମାଲବିକା ଦେବୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଅନୁପମ ସାହା, କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ସ୍ଥାନୀୟ ବିଡ଼ିଓ ଜନ୍ମେଜୟ ସ୍ବାଇଁ ପ୍ରମୁଖ ଅଧିକାରୀଙ୍କ ଉପସ୍ଥିତିରେ ଉଦଘାଟନ ହୋଇଥିଲା।
ଗଣତନ୍ତ୍ର ରାଷ୍ଟ୍ରରେ ଗଣମାଧ୍ୟମର ଯଥେଷ୍ଟ ଭୂମିକା ରହିଛି। ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। କିନ୍ତୁ ଗଣମାଧ୍ୟମକୁ ଅବହେଳା କରାଯାଉଛି। କୌଣସି ସରକାରୀ ଯୋଜନା ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ଲୋକେ ଗଣମାଧ୍ୟମ ଯୋଗୁ ଜାଣିଥାନ୍ତି।
କୌଣସି କାର୍ଯ୍ୟକ୍ରମକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡକାଯାଉନାହିଁ। କାରଣ ଅନେକ ଉନ୍ନୟନ କାର୍ଯ୍ୟକ୍ରମରେ ମିଥ୍ୟା ବିଲ, ନିମ୍ନ ମାନର କାମ ହେଉଥିବା ଦୋଷତ୍ରୁଟିକୁ ଚାପିବାକୁ ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?