ଟାର୍ଗେଟ୍‌ରେ ଗଣମାଧ୍ୟମ ପ୍ରତିନିଧି

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୩।୭: ଗଣତନ୍ତ୍ରର ଚତୁର୍ଥସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଉପରେ ଦିନକୁ ଦିନ ନିର୍ଯାତନା ବଢ଼ିଚାଲିଛି। ଗତ ୨୩ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ଦେଶରେ ୧୯୨୮ ଗଣମାଧ୍ୟମ ପ୍ରତିନିଧିଙ୍କୁ କରାଯାଇଛି ହତ୍ୟା କରାଯାଇଛି। ଏହି ସମୟରେ ଭାରତରେ ୭୪ ଜଣଙ୍କୁ ହତ୍ୟା କରାଯାଇଛି। ପ୍ରତିମାସରେ ଲାଟିନ୍‌ ଆମେରିକାରେ ୧୨ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଉଛି। କମିଟି ଟୁ ପ୍ରୋଟେକ୍ଟ ଜର୍ନାଲିଷ୍ଟ୍‌ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଗତ ୫ ବର୍ଷ ମଧ୍ୟରେ ୩୫୫ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ହତ୍ୟା କରାଯାଇଛି। ଭାରତରେ ଗତ ୫ ବର୍ଷରେ ୨୦ ଜଣଙ୍କୁ ହତ୍ୟା କରାଯାଇଛି। ୨୦୧୮ରେ ପୃଥିବୀର ବିଭିନ୍ନ ଦେଶରେ ୨୪୮ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ବନ୍ଦୀ କରାଯାଇଛି। ୨୦୧୪ରୁ ୨୦୧୯ ମଧ୍ୟରେ ଭାରତରେ ୧୧ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ ଗିରଫ କରାଯାଇଛି। ୨୦୦୯ରୁ ୨୦୧୩ ମଧ୍ୟରେ ଭାରତରେ ୨୨ ଜଣଙ୍କୁ ହତ୍ୟା କରାଯାଇଥିବା ଏହି ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୦ ଜାନୁୟାରୀରୁ ଜୁଲାଇ ମଧ୍ୟରେ ପୃଥିବୀର ବିଭିନ୍ନ ଦେଶରେ ୬୪ ଜଣ ଗଣମାଧ୍ୟମ ପ୍ରତିନିଧି ନିଖୋଜ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

କିଡ୍‌ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍‌ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ…

ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍‌ରେ ଜିତିଲେ ୩ ହଜାର ଟଙ୍କା

ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri