ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସ୍କୁଲ ଭିତରେ ଗଣମାଧ୍ୟମର ପ୍ରବେଶକୁ ନେଇ ବିଇଓ ଲଗାଇଥିବା ପ୍ରତିବନ୍ଧକକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ସ୍ଥାନରେ ଅନାବଶ୍ୟକ ଭାବେ ଗଣମାଧ୍ୟମ ସ୍କଲୁକୁ ପ୍ରବେଶ କରୁଛନ୍ତି। କିଛି ସ୍ଥାନରେ ଏପରି ଘଟଣା ଘଟିବା ପରେ ବିଇଓମାନେ ଏଭଳି ଚିଠି ଜାରି କରିଛନ୍ତି । ଏଥିପାଇଁ ସମସ୍ତ ଗଣମାଧ୍ୟମ ଆମକୁ ସହଯୋଗ କରନ୍ତୁ ବୋଲି ଗଣଶିକ୍ଷା ମନ୍ତ୍ରୀ ଅନୁରୋଧ କରିଛନ୍ତି।
ଗଣଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି, ଯାହା ଆବଶ୍ୟକ ରହିଛି, ଯାହା ସମସ୍ୟା ରହିଛି ତାକୁ ନଜରକୁ ଆଣିବା ପାଇଁ ଗଣମାଧ୍ୟମର ଅଧିକାର ରହିଛି। କେତେକ ସ୍ଥାନରେ ଗଣମାଧ୍ୟମର ଭୂମିକା ମଧ୍ୟ ଅନାବଶ୍ୟକଠୁ ଅଧିକ ହେଉଛି। ତେଣୁ ସେହି କଥାକୁ ଆଧାର କରି ସ୍ଥାନୀୟ କ୍ଷେତ୍ରରେ ବିଇଓମାନେ ଏଭଳି କରିଥିବା ମୋ ନଜରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri